www.samajalive.in
Sunday, December 14, 2025
14.1 C
Bhubaneswar

ବନ୍ଦ ହେବ ପାକିସ୍ତାନ ଆକାଶ ସୀମା

ନୂଆଦିଲ୍ଲୀ: ପାକିସ୍ତାନ ଆକାଶ ସୀମା ବନ୍ଦ ହେବ।  ପାକିସ୍ତାନକୁ ବିମାନ ସେବା ବନ୍ଦ କରାଯିବା ନେଇ କେନ୍ଦ୍ର ସରକାର ଚିନ୍ତା କରୁଛନ୍ତି। ପାକିସ୍ତାନକୁ ବିମାନ ସେବା ନେଇ ଉପୁଜିଥିବା ପରିସ୍ଥିତିର ସମୀକ୍ଷା କରାଯାଉଛି ଏବଂ ଏ ସଂକ୍ରାନ୍ତରେ ଖୁବ ଶୀଘ୍ର ପଦକ୍ଷେପ ଗ୍ରହଣ କରାଯିବ ବୋଲିବୋଲି ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେ ରାମମୋହନ ନାଇଡୁ କହିଛନ୍ତି।

ଆମେ ପରିସ୍ଥିତିର ଅନୁଧ୍ୟାନ କରୁଛୁ ଏବଂ ବିମାନ ସେବା ସହ କାର୍ଯ୍ୟ କରୁଛୁ। ଯଦି ଆବଶ୍ୟକ ପଡ଼ିବ ତାହେଲେ ପାକିସ୍ତାନକୁ ବିମାନ ସେବା ବନ୍ଦ ପାଇଁ ତୁରନ୍ତ ପଦକ୍ଷେପ ନିଆଯିବ ବୋଲି ମନ୍ତ୍ରୀ ଶ୍ରୀ ନାଇଡୁ ପ୍ରକାଶ କରିଛନ୍ତି।

- Advertisement -

ପାହଲଗାମ ଆତଙ୍କବାଦୀ ଆକ୍ରମଣରେ ଅତି କମରେ ୨୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ସମ୍ପର୍କ ତିକ୍ତତା ହେବାରେ ଲାଗିଛି।

 

Hot this week

ସାମ୍ସ ପୋର୍ଟାଲରେ ଅପ୍‌ଡେଟ୍ ହେଉନି ଉପସ୍ଥାନ

ଖିଲାପୀ ତାଲିକାରେ ୨ ହଜାରରୁ ଊର୍ଦ୍ଧ୍ବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଭୁବନେଶ୍ବର :...

ଅଧିନାୟକ-ଉପଅଧିନାୟକଙ୍କ ଖରାପ ପ୍ରଦର୍ଶନ; ୧୫ ଇନିଂସରେ ୫୦ଛୁଇଁ ନାହାଁନ୍ତି

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ଟି-୨୦ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବ...

ମହାନଦୀ ପ୍ରସଙ୍ଗରେ ରାଜନୀତି ସରଗରମ

୨୨ରେ ଉଚ୍ଚସ୍ତରୀୟ କମିଟିର ପ୍ରଥମ ବୈଠକ ରାଜ୍ୟ ସରକାର ଆଭିମୁଖ୍ୟ ସ୍ପଷ୍ଟ...

ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ବଙ୍ଗଳା ନେବା ଅଭିଯୋଗ ଉଠାଇଲା ବିଜେଡି

ଭୁବନେଶ୍ବର : ସ୍ବତନ୍ତ୍ର ଓଡ଼ିଶା ଗଠନ ହେବା ପରଠାରୁ ମୋହନ ଚରଣ...

ନବମ ଶ୍ରେଣୀ ଛାତ୍ର ଠାରୁ ବନ୍ଧୁକ ଜବତ

ଗରଦପୁର : କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ କୋରୁଆ ସରକାରୀ ଉଚ୍ଚ...

Related Articles

Popular Categories