www.samajalive.in
Friday, December 5, 2025
27.1 C
Bhubaneswar

ତିନି ମହାପୁରୁଷଙ୍କ ପ୍ରତିମୂର୍ତ୍ତି ଲୋକାର୍ପିତ

ସୁଆଣ୍ଡୋ: ପୁରୀ ଜିଲା କଉଡିଖଣିସ୍ଥିତ କାର୍ତ୍ତିକେଶ୍ୱର ସଂଯୁକ୍ତ ପ୍ରାଥମିକ ବିଦ୍ୟାଳୟରେ ବୁଧବାର ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, ଉତ୍କଳଗୌରବ ମଧୁସୂଦନ ଓ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତି ଲୋକାର୍ପିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଆୟୋଜିତ ସ୍ମୃତିଚାରଣ ସଭାରେ ପ୍ରଫେସର ଡ. ପ୍ରଭାକର ତ୍ରିପାଠୀ, ସାମ୍ବାଦିକ ଧୀରେନ୍ଦ୍ର ନାଥ ଦାସ, ସ୍ଵାଭିମାନ ମଞ୍ଚ ସଭାପତି ରାଧାକାନ୍ତ ଦାଶ କଣାସ ବିଡିଓ ଏବଂ ବିଇଓ ପ୍ରମୁଖ ଯୋଗଦେଇ ଥିଲେ। ଅନ୍ୟମାନଙ୍କ ମଧ୍ୟରେ ସଭାରେ ଅଧ୍ୟାପକ, ଡାକ୍ତର, ଲୋକ ପ୍ରତିନିଧି, ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀମାନେ ଉପସ୍ଥିତ ଥିଲେ  ଉତ୍କଳ ସ୍ଵାଭିମାନ ମଞ୍ଚ ତରଫରୁ ପ୍ରତିମୂର୍ତ୍ତି ପ୍ରଦାନ କରାଯାଇଥିଲା।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories