www.samajalive.in
Sunday, December 7, 2025
18.1 C
Bhubaneswar

ପହଲଗାଓଁ ଗଣହତ୍ୟାରେ ସମ୍ପୃକ୍ତ ଆତଙ୍କବାଦୀ ପାକ୍‌ ସେନାର ପୂର୍ବତନ କର୍ମଚାରୀ

ସମାଜ ଡିଜିଟାଲ ଡେସ୍କ: ପହଲଗାଓଁ ଗଣହତ୍ୟାରେ ସମ୍ପୃକ୍ତ ଆତଙ୍କବାଦୀ ହାସିମ ମୁସା ପାକିସ୍ତାନ ସେନାର ଜଣେ ପୂର୍ବତନ କର୍ମଚାରୀ। ପାକିସ୍ତାନ ସେନାର ସ୍ଵତନ୍ତ୍ର ବାହିନୀରେ ସେ କାର୍ଯ୍ୟ କରୁଥିଲା। ଆକ୍ରମଣ ପ୍ରାଥମିକ ତଦନ୍ତରୁ ଏହା ଜଣାପଡ଼ିଛି।

ମୁସା ବର୍ତ୍ତମାନ ଜଣେ ହାର୍ଡକୋର ଆତଙ୍କବାଦୀ। ସେ ବର୍ତ୍ତମାନ ପାକିସ୍ତାନୀ ଆତଙ୍କୀ ସଂଗଠନ ଲଶ୍କରର ଜଣେ ସଦସ୍ୟ। ଲଶ୍କର ମାଷ୍ଟରମାଇଣ୍ଡ ମୁସା ସମେତ ଅନ୍ୟ କିଛି ଆତଙ୍କବାଦୀଙ୍କୁ ପର୍ଯ୍ୟଟକ ଏବଂ ସୁରକ୍ଷାକର୍ମୀଙ୍କୁ ହତ୍ୟା କରିବା ଲାଗି ଏକ ସ୍ଵତନ୍ତ୍ର ଅଭିଯାନରେ କାଶ୍ମୀର ପଠାଇଥିଲା ବୋଲି ତଦନ୍ତରୁ ଜଣାପଡ଼ିଛି।

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories