www.samajalive.in
Sunday, December 14, 2025
26.1 C
Bhubaneswar

କାନାଡ଼ାର ନୂଆ ପ୍ରଧାନମନ୍ତ୍ରୀ ମାର୍କ କାର୍ନିଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦୀ

ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କାନାଡାର ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହୋଇଥିବା ମାର୍କ କାର୍ନି ଏବଂ ତାଙ୍କ ବିଜୟ ପାଇଁ ଲିବରାଲ ପାର୍ଟିକୁ ଅଭିନନ୍ଦନ ଜଣାଇଛନ୍ତି। ଏକ ସୋସିଆଲ ମିଡିଆ ପୋଷ୍ଟରେ ଶ୍ରୀ ମୋଦୀ କହିଛନ୍ତି, ଭାରତ ଏବଂ କାନାଡା ମିଳିତ ଗଣତାନ୍ତ୍ରିକ ମୂଲ୍ୟବୋଧ, ଆଇନର ଶାସନ ପ୍ରତି ଦୃଢ଼ ପ୍ରତିବଦ୍ଧତା ଏବଂ ଜନସାଧାରଣଙ୍କ ମଧ୍ୟରେ ଜୀବନ୍ତ ସମ୍ପର୍କ ଦ୍ୱାରା ବନ୍ଧା। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଭାଗିଦାରୀକୁ ସୁଦୃଢ଼ କରିବା ଓ ଭାରତ ଏବଂ କାନାଡାର ଲୋକଙ୍କ ପାଇଁ ଅଧିକ ସୁଯୋଗ ସୃଷ୍ଟି କରିବା ପାଇଁ ସେ ତାଙ୍କ ସହ କାମ କରିବାକୁ ଆଗ୍ରହୀ।

Hot this week

ନୀତିନ ନବୀନ ବିଜେପି ର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପି ର ନୂତନ କାର୍ଯ୍ୟକାରୀ ସଭାପତି  ଭାବରେ ନୀତିନ ନବୀନ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

Related Articles

Popular Categories