www.samajalive.in
Saturday, December 6, 2025
16.1 C
Bhubaneswar

ହୋଟେଲରେ ନିଆଁ: ୧୪ ମୃତ

କୋଲକାତା: କୋଲକାତାରେ ଭୟଙ୍କର ଅଗ୍ନିକାଣ୍ଡ। ନିଆଁରେ ପୋଡି ହୋଇ ୧୪ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ମଙ୍ଗଳବାର ବିଳମ୍ବିତ ରାତିରେ ସେଣ୍ଟ୍ରାଲ କୋଲକାତାରେ ଥିବା ଋତୁରାଜ ହୋଟେଲରେ ଅଗ୍ନିକାଣ୍ଡ ଘଟିଥିଲା। ଏଥିରେ ୧୪ ଜଣଙ୍କର ମୃତ୍ୟୁ ଘଟିଛି। ଅନେକ ଲୋକଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଛି। ସେମାନଙ୍କୁ ତୁରନ୍ତ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ବର୍ତ୍ତମାନ ପର୍ଯ୍ୟନ୍ତ ଅଗ୍ନିକାଣ୍ଡ ର କାରଣ ଜଣାପଡିନାହିଁ। ତେବେ ଘଟଣାର ତଦନ୍ତ ନିର୍ଦେଶ ଦିଆଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories