www.samajalive.in
Sunday, December 7, 2025
26.1 C
Bhubaneswar

ଦୀର୍ଘ ବର୍ଷ ପରେ ଅକ୍ଷୟ ତୃତୀୟାରେ ଲକ୍ଷ୍ମୀନାରାୟଣ ରାଜଯୋଗ; ଆଜି ଠାରୁ ଏହି ରାଶିଙ୍କୁ ମାଲାମାଲ୍‌ କରିବେ ମା’ଲକ୍ଷ୍ମୀ, ବଢିବ ଦରମା, ରହିବନି ଚିନ୍ତା

ଅକ୍ଷୟ ତୃତୀୟା ପର୍ବ ଚଳିତ ବର୍ଷ ଏପ୍ରିଲ ୩୦ ଅର୍ଥାତ୍‌ ବୁଧବାର ପାଳନ କରାଯାଉଛି । ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୈଶାଖ ମାସର ଶୁକ୍ଳପକ୍ଷର ତୃତୀୟା ତିଥିରେ ଅକ୍ଷୟ ତୃତୀୟା ପାଳନ କରାଯାଏ । ଚଳିତ ବର୍ଷର ଅକ୍ଷୟ ତୃତୀୟା ଖୁବ୍‌ ଖାସ୍‌ । କାରଣ ଗ୍ରହଙ୍କ ଚଳନ ହେତୁ ଏହି ଦିନ ଲକ୍ଷ୍ମୀ-ନାରାୟଣ ରାଜଯୋଗ, ମାଲବ୍ୟ ଯୋଗ, ଅକ୍ଷୟ ଯୋଗ, ଆଦିତ୍ୟ ଯୋଗ, ଗଜକେସରୀ ରାଜଯୋଗର ସଂଯୋଗ ହେଉଛି ।

ଏହି ଦିନ ଶ୍ରୀହରି, ମା’ଲକ୍ଷ୍ମୀ ଓ ଧନର ଦେବତା କୁବେରଙ୍କ ଉପାସନା କରାଯାଏ । ଅକ୍ଷୟ ତୃତୀୟାରେ ହେବାକୁ ଯାଉଥିବା ଶୁଭ ଯୋଗ ଫଳରେ କିଛି ରାଶି ବ୍ୟକ୍ତି ବିଶେଷ ମାଲାମାଲ୍‌ ହେବେ । ଜାଣନ୍ତୁ..

- Advertisement -

ବୃଷ- ଏହି ରାଶିଙ୍କୁ ଧନ ଲାଭ ହେବ। କର୍ମକ୍ଷେତ୍ରରେ ଉନ୍ନତି ହେବ । ଅନେକ କାର୍ଯ୍ୟରେ ସଫଳତା ମିଳିବ । ସ୍ୱାସ୍ଥ୍ୟ ଉତ୍ତମ ରହିବ ।

ସିଂହ- ଜୀବନରେ ହସଖୁସିର ଆଗମନ ହେବ। ଚାକିରିରେ ପଦନ୍ନୋତି, ସହ ଦରମା ବୃଦ୍ଧି ହେବ । ଦୀର୍ଘ ଦିନରୁ ଅଟକି ଥିବା କାର୍ଯ୍ୟ ପୂରଣ ହେବ ।

କନ୍ୟା- ଚାକିରି ଉନ୍ନତି ହେବ । ପୁରୁଣା ସମସ୍ୟା ଦୂର ହେବ । ସ୍ୱାସ୍ଥ୍ୟ ଉତ୍ତମ ରହିବ । ଏହି ଦିନ ମା’ଲକ୍ଷ୍ମୀ ଓ ପ୍ରଭୁ ଗଣେଶଙ୍କ ପୂଜା କରିବା ଦ୍ୱାରା ଅଧିକ ଶୁଭଫଳ ମିଳିବ ।

ବିଛା- ଧନ ଲାଭର ଯୋଗ ରହିଛି । ଆର୍ଥିକ ସ୍ଥିତି ମଜଭୁତ ହେବ । ବ୍ୟବସାୟୀ ଲାଭବାନ୍‌ ହେବେ ।

କୁମ୍ଭ- ବ୍ୟବସାୟରେ ଉନ୍ନତି ହେବ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ । ସ୍ୱାସ୍ଥ୍ୟ ଉତ୍ତମ ରହିବ ।

ଜାଣନ୍ତୁ ଅକ୍ଷୟ ତୃତୀୟାରେ ରାଶି ଅନୁଯାୟୀ କ’ଣ କିଣିଲେ : ବର୍ଷିବ ମା’ଲକ୍ଷ୍ମୀଙ୍କ କୃପା

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories