www.samajalive.in
Tuesday, December 9, 2025
15.1 C
Bhubaneswar

ଇସ୍କନ୍ ମନ୍ଦିରରେ ରଥ କାଠ ଅନୁକୂଳ

ଭୁବନେଶ୍ଵର:  ଆଜି ପବିତ୍ର ଅକ୍ଷୟ ତୃତୀୟା । ବିଧି ପରମ୍ପରା ଅନୁଯାୟୀ ଆଜି ଶ୍ରୀକ୍ଷେତ୍ର ପୁରୀରେ ରଥନିର୍ମାଣ ଅନୁକୂଳ ନୀତି ଓ ଚନ୍ଦନଯାତ୍ରା ଆରମ୍ଭ ହେବ। ମଧ୍ୟାହ୍ନ ଧୂପ ପରେ ଶ୍ରୀମନ୍ଦିରରୁ ତିନି ଠାକୁରଙ୍କ ତିନି ଆଜ୍ଞାମାଳ ଆସିବା ପରେ ବନଜାଗ ବିଧିରେ ରଥନିର୍ମାଣ କାର୍ଯ୍ୟ ଅନୁକୂଳ ହେବ। ଏହି ଅବସରରେ ଆଜି ଭୁବନେଶ୍ଵରସ୍ଥିତ ଇସ୍କନ୍ ମନ୍ଦିର ପରିସରରେ ରଥ କାଠ ଅନୁକୂଳ ହୋଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories