www.samajalive.in
Sunday, December 7, 2025
26.1 C
Bhubaneswar

ଦେଖନ୍ତୁ ଭିଡିଓ ; ବିଚ୍‌ ରାସ୍ତାରେ ମହିଳାଙ୍କୁ ଚାପୁଡା ମାରିଲେ ପୁଲିସ, ଆଉ ତା’ପରେ

ନୂଆଦିଲ୍ଲୀ : ସୋସିଆଲ ମିଡିଆରେ ଭାଇରାଲ୍‌ ହେଉଥିବା ଅନେକ ଭିଡିଓ ଆଶ୍ଚର୍ଯ୍ୟଚକିତ କରିବା ସହ ସଭିଁଙ୍କ ଧ୍ୟାନକୁ ଆକର୍ଷିତ କରିଥାଏ । ନିକଟରେ ଭାଇରାଲ୍‌ ହେଉଥିବା ଏକ ଭିଡିଓରେ ପୁଲିସ ପୋଷାକ ପିନ୍ଧିଥିବା ଜଣେ ବ୍ୟକ୍ତି ମହିଳାଙ୍କ ଉପରେ ହାତ ଉଠାଇ ମାଡ ମାରୁଥିବା ଦେଖାଯାଉଛି । ଏହି ଭିଡିଓ ନୋଏଡା ପୁଲିସ କମିଶନରେଟ୍‌ଙ୍କ ନିକଟରେ ପହଞ୍ଚିବା ପରେ ସେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି।

- Advertisement -

ଏହି ଭିଡିଓରେ ଦେଖିପାରିବେ ପୁଲିସ କର୍ମୀ ଓ ମହିଳାଙ୍କ ସହ ଥିବା ଅନ୍ୟ ଜଣେ ବ୍ୟକ୍ତିଙ୍କ ସହ କୌଣସି କଥାକୁ ନେଇ ଯୁକ୍ତି-ତର୍କ ହେଉଛି । ସେହି ସମୟରେ ପୁଲିସ କର୍ମୀ ଜଣକ ବ୍ୟକ୍ତି ଜଣକ ଉପରେ ହାତ ଉଠାଉଛନ୍ତି । ସେହି ସମୟରେ ମହିଳା ଜଣକ ତାଙ୍କୁ ରକ୍ଷା କରିବାକୁ ଚେଷ୍ଟା କରିବା ସମୟରେ ପୁଲିସ କର୍ମୀ ମହିଳାଙ୍କ ଉପରେ ମଧ୍ୟ ହାତ ଉଠାଉଛନ୍ତି । ମହିଳାଙ୍କୁ ଚାପୁଡା ମାରୁଥିବା ଦେଖାଯାଉଛି।

ଦୀର୍ଘ ବର୍ଷ ପରେ ଅକ୍ଷୟ ତୃତୀୟାରେ ଲକ୍ଷ୍ମୀନାରାୟଣ ରାଜଯୋଗ; ଆଜି ଠାରୁ ଏହି ରାଶିଙ୍କୁ ମାଲାମାଲ୍‌ କରିବେ ମା’ଲକ୍ଷ୍ମୀ, ବଢିବ ଦରମା, ରହିବନି ଚିନ୍ତା

ପ୍ରାୟ ୧୩ ସେକେଣ୍ଡର ଏହି ଭିଡିଓ ଭାଇରାଲ୍‌ ହେବା ପରେ ଗୌତ୍ତମବୁଦ୍ଧନଗର ପୁଲିସ କମିଶନରେଟ୍‌ ଏହି ଘଟଣା ଉପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହ ଉକ୍ତ ପୁଲିସ କର୍ମୀଙ୍କୁ ନିଲମ୍ବନ କରିଛନ୍ତି । ଭିଡିଓକୁ ଦେଖିବା ପରେ ଲୋକେ ନିଜର ଭିନ୍ନ ଭିନ୍ନ ମତ ଦେଇଛନ୍ତି ।

ଅକ୍ଷୟ ତୃତୀୟାରେ କେଉଁ ଜିନିଷ କିଣିବା ଉଚିତ୍‌, ଅନୁଚିତ୍‌, କ’ଣ କରିବେ ଦାନ, ଶୁଭ ସମୟ..

ଜାଣନ୍ତୁ ଅକ୍ଷୟ ତୃତୀୟାରେ ରାଶି ଅନୁଯାୟୀ କ’ଣ କିଣିଲେ : ବର୍ଷିବ ମା’ଲକ୍ଷ୍ମୀଙ୍କ କୃପା

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories