www.samajalive.in
Monday, December 15, 2025
14.1 C
Bhubaneswar

ଗାନ୍ଧାରୀ ଭୂଇଁ ଗ୍ରାମରେ ୨୬ ଟିକିଆ ହାତୀପଲଙ୍କ ଉତ୍ପାତ

ରାଇକିଆ : କନ୍ଧମାଳ ଜିଲା ରାଇକିଆ ବ୍ଲକ୍ ଅନ୍ତର୍ଗତ ଅପହଞ୍ଚ ଘଞ୍ଚ ଜଙ୍ଗଲ କରଡ଼ା ରେଞ୍ଜର ଇନ୍ଦ୍ରଗଡ ସେକ୍ସନରେ ହାତୀପଲଙ୍କ ଆକ୍ରମଣରେ ଚାରି ଜଣଙ୍କ ଘର ଭାଙ୍ଗି ନଷ୍ଟ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ ମୁଜାଗଡ ରେଞ୍ଜରୁ କରଡ଼ା ରେଞ୍ଜରେ ୨୬ ଟିକିଆ ହାତୀପଲ ଗତ କିଛି ଦିନ ହେଲା ଚଳପ୍ରଚଳ କରୁଛନ୍ତି। ମଙ୍ଗଳବାର ବିଳମ୍ବିତ ରାତିରେ ଉକ୍ତ ରେଞ୍ଜର ଗାନ୍ଧାରୀ ଭୂଇଁ ଗ୍ରାମରେ ହାତୀପଲଙ୍କ ଉତ୍ପାତ ଓ ଉପଦ୍ରବ ଯୋଗୁଁ ଗ୍ରାମର ମଲ ନାୟକ, ଚକ୍ର ନାୟକ, ଖଦାଳ ନାୟକ, ମନୋଜ ମଲ୍ଲିକଙ୍କ ଘର ଭାଙ୍ଗିଛି। ଏଥିରେ କ୍ଷତିଗ୍ରସ୍ତ ପରିବାରଙ୍କୁ ତୁରନ୍ତ ସହାୟତା ଯୋଗାଇବା ପାଇଁ ଦାବି କରାଯାଇଛି। ହାତୀପଲଙ୍କ ଉତ୍ପାତ ଦେଖି ଗ୍ରାମବାସୀଙ୍କ ମନରେ ଛନକା ସହ କୋକୁଆ ଭୟ ଦେଖାଦେଇଛି।

ଦୀର୍ଘ ବର୍ଷ ପରେ ଅକ୍ଷୟ ତୃତୀୟାରେ ଲକ୍ଷ୍ମୀନାରାୟଣ ରାଜଯୋଗ; ଆଜି ଠାରୁ ଏହି ରାଶିଙ୍କୁ ମାଲାମାଲ୍‌ କରିବେ ମା’ଲକ୍ଷ୍ମୀ, ବଢିବ ଦରମା, ରହିବନି ଚିନ୍ତା

ଅକ୍ଷୟ ତୃତୀୟାରେ କେଉଁ ଜିନିଷ କିଣିବା ଉଚିତ୍‌, ଅନୁଚିତ୍‌, କ’ଣ କରିବେ ଦାନ, ଶୁଭ ସମୟ..

- Advertisement -

ଦେଖନ୍ତୁ ଭିଡିଓ ; ବାଇକ୍‌ରେ ଆସି ମହିଳାଙ୍କ ବେକରୁ ଝାମ୍ପି ନେଲେ ସୁନା ଚେନ୍‌

ବଜ୍ରପାତରେ ଗୋଟିଏ ପରିବାରର ୩ ମୃତ

ଦେଖନ୍ତୁ ଭିଡିଓ ; ବିଚ୍‌ ରାସ୍ତାରେ ମହିଳାଙ୍କୁ ଚାପୁଡା ମାରିଲେ ପୁଲିସ, ଆଉ ତା’ପରେ

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories