www.samajalive.in
Saturday, December 13, 2025
21.1 C
Bhubaneswar

କିଟ୍‌ ବିଶ୍ୱବିଦ୍ୟାଳୟରେ ପୁଣି ଜଣେ ନେପାଳୀ ଛାତ୍ରୀଙ୍କର ମୃତ୍ୟୁ

ଭୁବନେଶ୍ୱର – କିଟ୍‌ ବିଶ୍ଵବିଦ୍ୟାଳୟରେ ନେପାଳୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି । କମ୍ପ୍ୟୁଟର ସାଇନ୍ସର ପ୍ରଥମ ବ୍ୟାଚ୍‌ ଛାତ୍ରୀଙ୍କ ମୃତ୍ୟୁ ହୋଇଛି । ମୃତ ଛାତ୍ରୀ ୨୧ ବର୍ଷୀୟା ପ୍ରୀଶା ସାହା । ତାଙ୍କ ଘର ନେପାଳର ବୀରଗଞ୍ଜ ଅଞ୍ଚଳରେ । ସେ ୪ ନମ୍ବର ଛାତ୍ରୀ ନିବାସରେ ରହୁଥିଲେ ।

ତାଙ୍କର ମୃତ ଦେହକୁ ହଷ୍ଟେଲ ଭିତରୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି । ଏହା ହତ୍ୟା ନା ଆତ୍ମହତ୍ୟା ନା ଅନ୍ୟ କୌଣସି କାରଣରୁ ମୃତ୍ୟୁ ତାହା ପୁଲିସ ତଦନ୍ତ କରୁଛି । ଇନଫୋସିଟି ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଏହାର ତଦନ୍ତ କରୁଛି ।

- Advertisement -

ଗତ କିଛିଦିନ ତଳେ ପୁରୁଷ ବନ୍ଧୁଙ୍କ ଉତ୍ପୀଡନରେ ଜଣେ ନେପାଳୀ ଛାତ୍ରୀ ଆତ୍ମହତ୍ୟା କରିଥିଲେ । ଏହାକୁ ନେଇ ତୀବ୍ର ଉତ୍ତେଜନା ପ୍ରକାଶ ପାଇଥିଲା ।

Hot this week

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଯବାନଙ୍କ ଶେଷକୃତ ସମ୍ପନ୍ନ

ଗୋପାଳପୁର -   ଗୋପାଳପୁର ଥାନା ଅନ୍ତର୍ଗତ ପୁରୁଣା ବକ୍ସିପଲ୍ଲୀ ଗ୍ରାମରେ  ସେନାର...

ପରିଶ୍ରା କରିଦେବାରୁ ପ୍ରଥମ ଶ୍ରେଣୀ ଛାତ୍ରକୁ ବାଡିରେ ମାଡ ମାରି ଆହତ କଲେ ଚତୁର୍ଥ ଶ୍ରେଣୀ ଛାତ୍ର

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ସଲାଗୁଡା ପଞ୍ଚାୟତ ସଲାଗୁଡା...

ଭାରସ୍ୟାମ ହରାଇ ବାଇକ ଦୁର୍ଘଟଣା ଜଣେ ମୃତ

ପାଟଣା - ଘଟଗାଁ ଥାନା ଅଞ୍ଚଳ ୨୦ ନଂ ଜାତୀୟ ରାଜପଥର...

ସ୍ତ୍ରୀର ପରକୀୟା ପ୍ରୀତି ଧରାପଡିବାରୁ ସ୍ୱାମୀକୁ ହତ୍ୟା କଲା

ନୟାଗଡ଼ - ନୟାଗଡ ଖଣ୍ତପଡା ପୁଆଣିଆ ଗାଁରେ ସ୍ଵାମୀକୁ ସ୍ତ୍ରୀ ହତ୍ୟା...

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

Related Articles

Popular Categories