www.samajalive.in
Friday, December 12, 2025
15.1 C
Bhubaneswar

ବାହାଘର ଭୋଜି ଖାଇ ଘରକୁ ଫେରୁଥିବା ବେଳେ ଦୁର୍ଘଟଣା – ଜଣେ ମୃତ

ଧାମରା :ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ ଅଧିନସ୍ଥ କାଣ୍ଡ ଗରଡି ପଞ୍ଚାୟତରେ ଚାନ୍ଦବାଲି ରାଧାକୃଷ୍ଣ ମନ୍ଦିରରୁ ବାହାଘର ଭୋଜି ଖାଇ ଫେରୁଥିବା ବେଳେ ଦୁର୍ଘଟଣା । ଗୋଟିଏ ବାଇକ୍‌ରେ ତିନିଜଣ ଫେରୁଥିଲେ । ଭାରସାମ୍ୟ ହରାଇ ବାଇକ୍‌ଟି ଏକ ଗଛକୁ ଧକ୍କା ଦେଇଥିଲା ।

ଏଥିରେ ତିନିଜଣ ଗୁରୁତର ହୋଇଥିଲେ । ସମସ୍ତଙ୍କୁ ଚାନ୍ଦବାଲୀ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲେ । ସେଠାରେ ସଞ୍ଜୟ ସେଠୀଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ । ଅନ୍ୟ ଦୁଇ ଗୁରୁତରଙ୍କୁ ବାଲେଶ୍ୱର ସ୍ଥାନାନ୍ତର କରାଯାଇଛି ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories