www.samajalive.in
Friday, December 5, 2025
23.1 C
Bhubaneswar

ଟ୍ରକ୍ ଧକ୍କାରେ ଖେଳ ଶିକ୍ଷକ ମୃତ

ରେଙ୍ଗାଲିକ୍ୟାମ୍ପ: ବରଗଡ଼ ଜିଲ୍ଲା ଅତାବିରା ରେଙ୍ଗାଲି କ୍ୟାମ୍ପ ଛକ ନିକଟରେ ଅଭାବନୀୟ ଘଟଣା ଘଟିଛି।  ଟ୍ରକ୍ ଧକ୍କାରେ ବାଇକ୍ ଚାଳକଙ୍କ ମୃତ୍ୟୁ ଘଟିଛି।  ବରଗଡ଼ ପଟରୁ ଆସୁଥିବା ଏକ ଟ୍ରକ୍‌ ଦ୍ରୁତଗାମୀ ଆସୁଥିବାବେଳେ ବାଇକକୁ ପଛ ପଟରୁ ଧକ୍କା ଦେଇଥିଲା। ମୃତକ ବରଗଡ଼ ଜିଲ୍ଲା ଭଟଲି ବ୍ଳକ ତରାକନା ହାଇସ୍କୁଲର ଖେଳ ତଥା ସ୍କାଉଟ ଶିକ୍ଷକ ନାରାୟଣ ପାତ୍ର ବୋଲି ଜଣାପଡିଛି। ଆଜି ସକାଳୁ ସକାଳୁ ଭଟଲିରୁ ବାହାରି ତାଙ୍କ ନିଜସ୍ଵ ଗାଁ ଦେବଗଡ଼ ଜିଲ୍ଲା ଠାକୁର ପାଲିକୁ ଯାଉଥିବା ବେଳେ ଏଭଳି ଅଘଟଣ ଘଟିଛି। ଖବର ପାଇ ଅତାବିରା ପୁଲିସ୍ ଘଟଣା ସ୍ଥଳରେ ପହଞ୍ଚି ଦୁର୍ଘଟଣା ଘଟାଇଥିବା ଟ୍ରକକୁ ଜବତ କରିବା ସହ ଅଧିକ ତଦନ୍ତ ଜାରି ରଖିଛି।

Hot this week

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories