www.samajalive.in
Saturday, December 6, 2025
17.1 C
Bhubaneswar

ବ୍ରହ୍ମ କେବଳ ଜଗନ୍ନାଥ ଧାମରେ-ରାମକୃଷ୍ଣ ଦାସମହାପାତ୍ରଙ୍କ ସ୍ପଷ୍ଟିକରଣ

ସମାଜ ଡିଜିଟାଲ ଡେସ୍କ: ପଶ୍ଚିମବଙ୍ଗ ଦୀଘାରେ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ବିବାଦକୁ ନେଇ ସ୍ପଷ୍ଟିକରଣ ରଖିଛନ୍ତି ବରିଷ୍ଠ ଦଇତାପତି ରାମକୃଷ୍ଣ ଦାସମହାପାତ୍ର । ସେ କହିଛନ୍ତି ମମତା ବାନାର୍ଜୀ ମୋର ଜଣେ ଶିଷ୍ୟ, ମୋତେ ମନ୍ଦିର ପ୍ରତିଷ୍ଠା ପାଇଁ ଡାକିଥିଲେ । ତିଥି ଅନୁସାରେ ପୂଜାର୍ଚ୍ଚନା ପାଇଁ କହିଥିଲି । ସେଠାରେ ନିମ୍ବ କାଠରେ ମୂର୍ତ୍ତି ପ୍ରତିଷ୍ଠା କରାଯାଇଛି । ମୁଁ ନିଜେ ନିମ୍ବ କାଠ ନେଇ ପୁରୀରୁ ଯାଇଥିଲି । ବ୍ରହ୍ମର ଏକମାତ୍ର ସ୍ଥାନ ପୁରୀରେ । ବ୍ରହ୍ମ ସ୍ଥାପନ ନେଇ କୌଣସି ସ୍ଥାନରେ କହିନାହିଁ ।

ଜଗନ୍ନାଥ ଧାମ କହିଲେ କେବଳ ପୁରୀକୁ ବୁଝାଏ । ଶ୍ରୀମନ୍ଦିର ରୀତିନୀତି ଅନ୍ୟ କୌଣସି ସ୍ଥାନରେ ହୋଇପାରିବ ନାହିଁ । ବ୍ରହ୍ମ ସ୍ଥାପନ ନେଇ କୌଣସି ସ୍ଥାନରେ କହିନାହିଁ ।ଏହା ସହିତ ଜାତୀୟ ଗଣମାଧ୍ୟରେ ଦେଇଥିବେ ମନ୍ତବ୍ୟକୁ ଖଣ୍ଡନ କରିଛନ୍ତି ବରିଷ୍ଠ ଦଇତାପତି ରାମକୃଷ୍ଣ ଦାସମହାପାତ୍ର

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories