www.samajalive.in
Wednesday, December 10, 2025
26.1 C
Bhubaneswar

ପାଣି ବୋତଲରେ ଦେଶୀ ମଦ ! ୪ ଗିରଫ

ଭୁବନେଶ୍ଵର: ମିନେରାଲ ଓ୍ବାଟର ବୋତଲରେ ଦେଶୀ ମଦ। ଦାରୁଠେଙ୍ଗ ଜଙ୍ଗଲରୁ ଦେଶୀ ମଦ ଫ୍ୟାକ୍ଟ୍ରି ଠାବ ହୋଇଛି। ପାଖାପାଖି ୧୦ ହଜାର ଲିଟର ଦେଶୀ ମଦ ଜବତ ହୋଇଛି। ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ୧୯ ଲକ୍ଷ ଟଙ୍କା ହେବ। ଏହି ଘଟଣାରେ ଅବକାରୀ ଥାନା ପୁଲିସ୍ ୪ ଜଣଙ୍କୁ ଗିରଫ କରିଥିବା ସୂଚନା ମିଳିଛି। ପାଣି ବୋତଲ ପ୍ୟାକିଂ ଫ୍ୟାକ୍ଟ୍ରିରେ ଦେଶୀ ମଦ ପ୍ରସ୍ତୁତ ହେଉଥିବା ଜଣାପଡିଛି। ଦେଶୀ ମଦ ସହ ୩ଟି ଚାରି ଚକିଆ ଗାଡି , ଦୁଇଟି ବାଇକ୍ ଏବଂ ଗୋଟିଏ ମେସିନ୍ ମଧ୍ୟ ଜବତ ହୋଇଛି।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories