www.samajalive.in
Friday, December 5, 2025
27.1 C
Bhubaneswar

ଦୀଘାରେ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ବିବାଦ: ଆଜି ଅପରାହ୍ନରେ ଗୁରୁତ୍ୱପୂର୍ଣ୍ଣ ବୈଠକ

ସମାଜ ଡିଜିଟାଲ ଡେସ୍କ: ପଶ୍ଚିମବଙ୍ଗ ଦୀଘାରେ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ବିବାଦକୁ ନେଇ ଆଜି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ ହେବାକୁ ଯାଉଛି । ଅପରାହ୍ନ ୫ଟାରେ ବୈଠକ ବସିବ । ଶୁକ୍ରବାର ଆଇନମନ୍ତ୍ରୀଙ୍କ ଚିଠି ପରେ ଶ୍ରୀମନ୍ଦିର ପ୍ରଶାସନ ଏପ୍ରସଙ୍ଗରେ ତତ୍ପରତା ଦେଖାଇଛି । ବୈଠକରେ ଦୀଘାରେ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ବିବାଦ ପ୍ରସଙ୍ଗରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନ ହେବ । ବୈଠକରେ ତିନି ବାଡଗ୍ରାହୀ,ମହାରାଣା, ଦେଉଳକରଣ ଓ ପାଟ୍ଟଯୋଶୀ ମହାପାତ୍ର ଉପସ୍ଥିତ ରହିବେ ।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories