www.samajalive.in
Saturday, December 6, 2025
26.1 C
Bhubaneswar

ଗୋଷ୍ଠୀ ସଂଘର୍ଷରୁ ଫୁଟିଲା ବୋମା: ଜଣେ ଆହତ

ବ୍ରହ୍ମପୁର: ଦୁଇ ଗୋଷ୍ଠୀ ମୁହାଁମୁହିଁରୁ ବୋମାମାଡ, ଜଣେ ଆହତ। ବ୍ରହ୍ମପୁର ନିମଖଣ୍ଡି ଥାନା ଫୁଲଟା ଗାଁରେ ଅଭାବନୀୟ ଘଟଣା ଘଟିଛି। ଦୁଇ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଉପୁଜିଛି। ଏପରିକି ବୋମାମାଡ ମଧ୍ୟ ହୋଇଥିବା ସୂଚନା ମିଳିଛି। ଏଥିରେ ଜଣେ ବ୍ୟକ୍ତି ଆହତ ହୋଇଛନ୍ତି। ତାଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ଶାନ୍ତି ଶୃଙ୍ଖଳା ରକ୍ଷା ଲାଗି ଗାଁରେ ଦୁଇ ପ୍ଲାଟୁନ୍ ଫୋର୍ସ ମୁତୟନ ହୋଇଛନ୍ତି।

Hot this week

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

Related Articles

Popular Categories