www.samajalive.in
Tuesday, December 9, 2025
19.1 C
Bhubaneswar

ଯାତ୍ରାପାର୍ଟି କଳାକାରଙ୍କୁ ନେଇ ଯାଉଥିବା ବସ ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ୫୦ କଳାକାର

ନିମାପଡ଼ା: ଯାତ୍ରାପାର୍ଟି କଳାକାରଙ୍କୁ ନେଇ ଯାଉଥିବା ବସ ଦୁର୍ଘଟଣାଗ୍ରସ୍ତ ହୋଇଛି। ନିମାପଡ଼ା ନୂଆସନ୍ଥ ବଳାଙ୍ଗା କେନାଲ ବନ୍ଧରେ ଏହି ଦୁର୍ଘଟଣା ଘଟିଥିବାବେଳେ ଯାତ୍ରା ରାଜନନ୍ଦିନୀର ୫୦ କଳାକାର ଅଳ୍ପକେ ବର୍ତ୍ତି ଯାଇଥିବା ସୂଚନା ମିଳିଛି।

ଯାତ୍ରା ରାଜନନ୍ଦିନୀର ୫୦ କଳାକାରଙ୍କୁ ନେଇ ଯାଉଥିବା ବସ କେନାଲ ବନ୍ଧ ତଳକୁ ଖସିବାବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହା ସିଧା ଯାଇ ନଡ଼ିଆ ଗଛରେ ପିଟି ହୋଇ ଅଟକି ଯାଇଥିଲା। ଫଳରେ ଯାତ୍ରା ରାଜନନ୍ଦିନୀର ୫୦ କଳାକାରଙ୍କ ଜୀବନ ଅଳ୍ପକେ ବର୍ତ୍ତି ଯାଇଥିଲା। ନଡ଼ିଆ ଗଛ ଯୋଗୁଁଁ ସମସ୍ତ ୫୦ କଳାକାରଙ୍କ ଜୀବନ ବଞ୍ଚିଯାଇଥିଲା ଏବଂ ସେମାନେ ଏକ ବଡ଼ ଦୁର୍ଘଟଣାରୁ ବର୍ତ୍ତି ଯାଇଥିଲେ ବୋଲି ପ୍ରକାଶ କରିଥିଲେ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ୧୦୧ ରନ୍‌ରେ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories