www.samajalive.in
Sunday, December 7, 2025
23.1 C
Bhubaneswar

ଦେଖନ୍ତୁ ଭିଡିଓ ; ଆଖୁରସ ମେସିନ୍‌ରେ ପଶିଗଲା ମହିଳାଙ୍କ ବେଣି, ତା’ପରେ..

ନୂଆଦିଲ୍ଲୀ : ସୋସିଆଲ ମିଡିଆରେ ଅନେକ ସମୟରେ ଏପରି ଭିଡିଓ ଭାଇରାଲ୍‌ ହୋଇଥାଏ, ଯାହା ଆଶ୍ଚର୍ଯ୍ୟଚକିତ ସହ ଭୟଭୀତ ମଧ୍ୟ କରିଥାଏ । କିଛି ଭିଡିଓ ସତର୍କ ରହିବା ପାଇଁ ସତର୍କ ସୂଚନା ମଧ୍ୟ ପ୍ରଦାନ କରିଥାଏ । ନିକଟରେ ଏଭଳି ଏକ ଭିଡିଓ ଦ୍ରୁତ ଗତିରେ ଭାଇରାଲ୍‌ ହେଉଛି, ଯାହା ସଭିଁଙ୍କ ଧ୍ୟାନକୁ ଆକର୍ଷିତ କରୁଛି । ଭିଡିଓରେ ଦେଖିପାରିବେ ଜଣେ ମହିଳାଙ୍କ କେଶ କିଭଳି ଆଖୁରସ ତିଆରି ହେଉଥିବା ମେସିନ୍‌ ଭିତରେ ପଶିଯାଇଛି । ଆଖୁରସ ତିଆରି ପାଇଁ ବ୍ୟବହାର କରାଯାଉଥିବା ମେସିନ୍‌କୁ ଖୁବ୍‌ ସତର୍କତାର ସହ ବ୍ୟବହାର କରାଯାଏ ।


ମହିଳା ଜଣକ ଆଖୁରସ ତିଆରି ହେଉଥିବା ମେସିନ୍‌ ନିକଟରେ ଠିଆ ହୋଇଥିବା ବେଳେ ତାଙ୍କ କେଶ ମେସିନ୍‌ ଭିତରେ ଫସି ରହିଯାଉଛି । ସେଠାରେ ଉପସ୍ଥିତ ଥିବା ଲୋକଙ୍କ ମଧ୍ୟରୁ ଜଣେ ତୁରନ୍ତ ମହିଳା ଜଣଙ୍କୁ ସୁରକ୍ଷିତ କରିବା ସହ ତାଙ୍କ କେଶକୁ ମେସିନ୍‌ରୁ ବାହାର କରିଥିଲେ । ନଚେତ୍‌ ବଡ ଅଘଟଣ ଘଟି ଥାନ୍ତା । ଭିଡିଓ ଦେଖିବା ପରେ ଲୋକେ ନିଜର ଭିନ୍ନ ଭିନ୍ନ ମତ ଦେଇଛନ୍ତି।

୫୦୦ ବର୍ଷ ପରେ ମେ’ରେ ଦୁର୍ଲ୍ଲଭ ସଂଯୋଗ ; ଏହି ରାଶି ହେବେ ମାଲାମାଲ୍‌, କିଣିବେ ଘର, ହେବେ ଭାଗ୍ୟଶାଳୀ..

- Advertisement -

ଦେଖନ୍ତୁ ଭିଡିଓ ; ଆତଙ୍କବାଦୀଙ୍କ ଠିକଣା ଦେଖାଇବାକୁ ଯାଉଥିବା ଯୁବକ ନଦୀକୁ ଡେଇଁ ହାରିଲା ଜୀବନ..

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories