www.samajalive.in
Tuesday, December 9, 2025
26.1 C
Bhubaneswar

ବସ୍‌କୁ ଧକ୍କା ଦେଲା ଟ୍ରକ୍‌ ; ୧୦ ଆହତ

ଦେବଗଡ: ଯାତ୍ରୀବାହୀ ବସ୍‌କୁ ଧକ୍କା ଦେଲା ଟ୍ରକ୍‌। ଦୁର୍ଘଟଣାରେ ୧୦ରୁ ଅଧିକ ଆହତ ହୋଇଥିବା ବେଳେ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଏହି ଦୁର୍ଘଟଣା ସୋମବାର ଜାତୀୟ ରାଜପଥ ନୂଆଭୂଇଁ ଗାଁ ନିକଟରେ ଘଟିଛି। ବସ୍‌ଟି ଦେବଗଡରୁ ସମ୍ବଲପୁର ଅଭିମୁଖେ ଯାଉଥିଲା। ଖବର ପାଇ ପୁଲିସ ଓ ଉଦ୍ଧାରକାରୀ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାରକାର୍ଯ୍ୟ, ତଦନ୍ତ ଆରମ୍ଭ କରିଛନ୍ତି। ଗୁରୁତର ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଉଛି।

୫୦୦ ବର୍ଷ ପରେ ମେ’ରେ ଦୁର୍ଲ୍ଲଭ ସଂଯୋଗ ; ଏହି ରାଶି ହେବେ ମାଲାମାଲ୍‌, କିଣିବେ ଘର, ହେବେ ଭାଗ୍ୟଶାଳୀ..

ଦେଖନ୍ତୁ ଭିଡିଓ ; ଆଖୁରସ ମେସିନ୍‌ରେ ପଶିଗଲା ମହିଳାଙ୍କ ବେଣି, ତା’ପରେ..

- Advertisement -

ଦେଖନ୍ତୁ ଭିଡିଓ ; ଆତଙ୍କବାଦୀଙ୍କ ଠିକଣା ଦେଖାଇବାକୁ ଯାଉଥିବା ଯୁବକ ନଦୀକୁ ଡେଇଁ ହାରିଲା ଜୀବନ..

Hot this week

ପୀତବାସ ପଣ୍ଡା ହତ୍ୟା ମାମଲା: ବିକ୍ରମଙ୍କ ସହ ୫ଜଣଙ୍କ ଜାମିନ୍‌ ରାୟ ସଂରକ୍ଷିତ

ସମାଜ ଡିଜିଟାଲ ଡେସ୍କ: ପୀତପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ...

ବିଜେପି ମୋର୍ଚ୍ଚା ସଭାପତି : ଅଭିଳାଷ , ଐଶ୍ଵର୍ଯ୍ୟା ରିପିଟ୍‌

ଭୁବନେଶ୍ଵର : ମୋର୍ଚ୍ଚା ସଭାପତି ଓ ଜିଲ୍ଲା ପ୍ରଭାରୀ ଘୋଷଣା କଲେ...

ଚୁଟ୍‌କିରେ ଦୂର ହେବ କେଶ ଝଡିବା ସମସ୍ୟା : ବ୍ୟବହାର କରନ୍ତୁ ଏହି ମାସ୍କ

ନୂଆଦିଲ୍ଲୀ : ଆଜିକାଲି ସମୟରେ କେଶ ଝଡିବା ସମସ୍ତଙ୍କ ପାଇଁ ଏକ...

ବାରବାଟୀ ଜଗିଛନ୍ତି ୫୦ପ୍ଲାଟୁନ ଫୋର୍ସ

ସମାଜ ଡିଜିଟାଲ ଡେସ୍କ: ଆଜି ବାରବାଟୀରେ ବିଗ୍‌ ଫାଇଟ୍‌ । ମ୍ୟାଚ...

ଇଣ୍ଡିଗୋକୁ ୫% ବିମାନ ଉଡାଣ ହ୍ରାସ କରିବାକୁ ନିର୍ଦ୍ଦେଶ ଦେଲେ ସରକାର

ସମାଜ ଲାଇଭ ଡ଼େସ୍କ : ଦେଶରେ ବିମାନ ଉଡାଣରେ ବିଶୃଙ୍ଖଳା ପାଇଁ...

Related Articles

Popular Categories