www.samajalive.in
Sunday, December 7, 2025
23.1 C
Bhubaneswar

କାର-ଟ୍ରାକ୍ଟର ମୁହାଁମୁହିଁ ଧକ୍କା, ୮ ମୃତ

ସମାଜ ଡିଜିଟାଲ ଡେସ୍କ: କାର ଏବଂ ଟ୍ରାକ୍ଟର ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୮ ଜଣଙ୍କ ମୃତ୍ୟୁ ଘଟିଛି। ବିହାରର କାଟିହାର ଜିଲା ଅନ୍ତର୍ଗତ ସାମେଲି ବ୍ଲକ କାର୍ଯ୍ୟାଳୟରେ ସୋମବାର ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି। ଏଥିରେ ଅନ୍ୟ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

କାରରେ ଥିବା ଯାତ୍ରୀମାନେ ଏକ ବିବାହ ଭୋଜିରେ ଯୋଗଦେଇ ଘରକୁ ଫେରୁଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା। ପୁଲିସ ଦୁର୍ଘଟଣାଗ୍ରସ୍ତ ଗାଡ଼ି ଦୁଇଟିକୁ ଜବତ କରି ତଦନ୍ତ ଚଳାଇଛି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories