www.samajalive.in
Wednesday, December 10, 2025
18.1 C
Bhubaneswar

ପୁରୀରେ ପହଞ୍ଚିଲା ଏନଏସଜିର ସ୍ୱତନ୍ତ୍ର ଟିମ୍‌

ସମାଜ ଡିଜିଟାଲ ଡେସ୍କ: ପହଲଗାଓଁ ଆକ୍ରମଣ ପରେ ପୁରୀରେ ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ । ଶ୍ରୀମନ୍ଦୀରରେ ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରାଯାଉଛି । ସୁରକ୍ଷା ନେଇ ପୁରୀ ଏସପି ଓ ଶ୍ରୀମନ୍ଦିର ପ୍ରଶାସନ ସହ ଆଲୋଚନା କରିଛନ୍ତି ଏହି ସ୍ୱତନ୍ତ୍ର ଟିମ୍‌ । ମେ ୭ତାରିଖରେ ଦେଶରେ ବିଭିନ୍ନ ସ୍ଥାନରେ ମଡ୍‌ଡ୍ରିଲ କରାଯିବ । ଗୃହ ମନ୍ତ୍ରାଣଳାୟ ପକ୍ଷରୁ ଓଡ଼ିଶାର ୧୨ଟି ସ୍ଥାନରେ ମକ୍‌ଡ୍ରିଲ୍‌ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ସେଥିମଧ୍ୟରେ ପୁରୀରେ ମକ୍‌ଡ୍ରିଲ୍‌ କରାଯିବ ।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories