www.samajalive.in
Monday, December 8, 2025
14.1 C
Bhubaneswar

ଏକ ଧାମ କେବଳ ପୁରୀ- ଶଙ୍କରାଚାର୍ଯ୍ୟ ଅଭିମୁକ୍ତେଶ୍ୱରନନ୍ଦ ସରସ୍ୱତୀ

ସମାଜ ଡିଜିଟାଲ ଡେସ୍କ: ଦୀଘା ଜଗନ୍ନାଥ ଧାମ ନାମ ବିବାଦ ପ୍ରସଙ୍ଗରେ ଜ୍ୟୋର୍ତିମଠ ଶଙ୍କରାଚାର୍ଯ୍ୟ ଅଭିମୁକ୍ତେଶ୍ୱରନନ୍ଦ ସରସ୍ୱତୀ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଦୀଘା ଜଗନ୍ନାଥ ମନ୍ଦିର ପାଇଁ ଧାମ ଶଦ୍ଦ ବ୍ୟବହାର କରାଯିବା ଉଚିତ ନୁହେଁ । ପ୍ରଭୁ ଜଗନ୍ନାଥଙ୍କର କେବଳ ଗୋଟିଏ ଧାମ, ତାହା ପୁରୀ । ଏକ ଧାମ କେବଳ ଗୋଟିଏ ସ୍ଥାନରେ ରହିପାରିବ । ଦୀଘା ମନ୍ଦିରକୁ ଧାମ କହିବା ଠିକ୍‌ ନୁହେଁ । ମଙ୍ଗଳବାର ସକାଳୁ ଦୀଘା ଜଗନ୍ନାଥ ମନ୍ଦିରରେ ସ୍ଥାୟୀ ଜଗନ୍ନାଥ ଧାମ ହୋର୍ଡିଂ ଲଗାଯାଇଥିବା ଦେଖିବାକୁ ମିଳିଛି ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories