www.samajalive.in
Monday, December 8, 2025
24.1 C
Bhubaneswar

ଭୁବନେଶ୍ୱରରୁ ୨୬ ଲକ୍ଷର ଧଳାଜହର ଜବତ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରୁ ମଙ୍ଗଳବାର ୨୬ ଲକ୍ଷ ଟଙ୍କାର ଧଳାଜହର ଜବତ ହୋଇଛି। ୨୬୩ ଗ୍ରାମ୍‌ର ଧଳାଜହର ଜବତ ହୋଇଥିବା ବେଳେ ଏହି ମାମଲାରେ ବମିଖାଲର ଜ୍ୟୋତିକୃଷ୍ଣ ସାମନ୍ତରାୟଙ୍କୁ ଗିରଫ କରାଯାଇଛି। ଏନେଇ ଏସ୍‌ଟିଏଫ୍‌ ଡିଆଇଜି ପିନାକ ମିଶ୍ରଙ୍କ ପକ୍ଷରୁ ସୂଚନା ମିଳିଛି। ଧଳାଜହର କାରବାର ବେଳେ ଏସ୍‌ଟିଏଫ୍‌ ଟିମ୍‌ ଏୟାରଫିଲ୍ଡ ଥାନା ଅର୍ନ୍ତଗତ ଲବଣଗିରି ଓ ପାଞ୍ଚଗାଁ ରୋଡ୍‌ରେ ଏହି ଚଢାଉ କରିଛି। ଅଧିକ ତଥ୍ୟ ପାଇଁ ଘଟଣାର ତଦନ୍ତ ଜାରି ରହିଛି।

ରାହୁ ଚଳନ : ଏହି ରାଶି ହେବେ ମାଲାମାଲ୍‌, ଆଉ ରହିବନି ଚିନ୍ତା, ଧନର ହେବ ବର୍ଷା

ଆଖୁରସ ପିଇବା ପସନ୍ଦ କି? ଥରେ ନଜର ପକାନ୍ତୁ ଏହି ଭିଡିଓରେ..

- Advertisement -

ପୁଣି ବଢିଲା ସୁନା, ଦିନକରେ ବଢିଗଲା ଏତିକି ଟଙ୍କା

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories