www.samajalive.in
Wednesday, December 10, 2025
23.1 C
Bhubaneswar

ଭଦ୍ରକ ବାଣ ଗୋଦାମରେ ବିସ୍ଫୋରଣ ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ୨ ମୃତ

ସମାଜ ଡିଜିଟାଲ ଡେସ୍କ: ଭଦ୍ରକ ପୁରୁଣା ବଜାର ଥାନା ହଳଦୀଡିହ ଛକ ନିକଟରେ ବାଣ ଗୋଦାମରେ ବିସ୍ଫୋରଣ ଘଟଣାରେ ୨ଜଣଙ୍କ ମୃତ୍ୟୁ ଘଟିଛି। ୫ ଜଣ ଗୁରୁତରଙ୍କ ମଧ୍ୟରୁ ୨ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ୨ ଗୁରୁତରଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ଭଦ୍ରକ ପୁରୁଣା ବଜାର ଥାନା ହଳଦୀଡିହ ଛକ ନିକଟରେ ଥିବା ଏକ ବାଣ ଗୋଦାମରେ ମଙ୍ଗଳବାର ବିସ୍ଫୋରଣ ଘଟିଥିଲା। ଏଥିରେ ୧୧ ଜଣ ଆହତ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ରହିଥିଲା। ସମସ୍ତଙ୍କୁ ଉଦ୍ଧାର କରାଯାଇ ପ୍ରଥମେ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଥିବାବେଳେ ପରବର୍ତ୍ତୀ ସମୟରେ ସେମାନଙ୍କ ମଧ୍ୟରୁ ୨ ଗୁରୁତରଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା।

Hot this week

ସୀମା ଟପିଲା ବର୍ବରତା: ୬ବର୍ଷର ଝିଅ ସହିତ ନିର୍ଭୟା ପରି ଘଟଣା

ସମାଜ ଡିଜିଟାଲ ଡେସ୍କ: ଗୁଜୁରାଟର ରାଜକୋଟରେ ଚାଞ୍ଚଲ୍ୟ । ଜଣେ ନିର୍ଦ୍ଦୋଷ,...

ଜେଲ୍‌ ଅଛି ତ ବେଲ୍‌ ଅଛି

କଥା କଥାକେ ଆମ ସମାଜରେ ଅସାମାଜିକ ଲୋକଙ୍କ ମୁହଁରେ ଏହି ବାକ୍ୟ...

ବିପୁଳ ମାଓ ସାମଗ୍ରୀ ଠାବ

ବାଲିଗୁଡା : ବାଲିଗୁଡା ବିଏସ୍‌ଏଫ୍ ଯବାନଙ୍କୁ ବଡ ସଫଳତା ମିଳିଛି। ବଡ଼ଧରଣର...

ଚିନ୍ତାକଳ୍ପ : ଦୃଷ୍ଟିକୋଣ

ଦୃଷ୍ଟିକୋଣ (ଆଭିମୁଖ୍ୟ)ରେ ପରିବର୍ତ୍ତନ ସବୁଠାରୁ ବଡ଼ ପରିବର୍ତ୍ତନ ବୋଲି କୁହାଯାଇଥାଏ। ଆପଣାର...

ସମ୍ପାଦକୀୟ : ଭୂମିକମ୍ପ ବିପତ୍ତି

ଭାରତର ସହରାଞ୍ଚଳ ପାଇଁ ସତର୍କ ଘଣ୍ଟି ଜାପାନରେ ଗତ ୮ ତାରିଖ ଦିନ...

Related Articles

Popular Categories