www.samajalive.in
Sunday, December 7, 2025
26.1 C
Bhubaneswar

ଆଜି ବିଜୁବାବୁଙ୍କୁ ସମ୍ମାନିତ କରିବେ ରୁଷ ସରକାର

ଭୁବନେଶ୍ବର : ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଦୁର୍ଦ୍ଧର୍ଷ ପାଇଲଟ ବିଜୁ ପଟ୍ଟନାୟକଙ୍କୁ ସମ୍ମାନିତ କରିବେ ଋଷ ସରକାର। ଦ୍ବିତୀୟ ବିଶ୍ବଯୁଦ୍ଧର ୮୦ ବର୍ଷ ପୂର୍ତ୍ତି ଅବସରରେ ଚଳିତ ମାସ ୭ ତାରିଖରେ ନୂଆଦିଲ୍ଲୀସ୍ଥିତ ଋଷ ଦୂତାବାସରେ ସ୍ବର୍ଗତ ପଟ୍ଟନାୟକଙ୍କ ନାମଫଳକ ଉନ୍ମୋଚନ ହେବା ସହ ପଦକ ପ୍ରଦାନ କରାଯିବ।
ଏହି ଉତ୍ସବରେ ଯୋଗଦେବା ଲାଗି ଋଷ ସରକାରଙ୍କ ତରଫରୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରାଯାଇଛି। ଏହି ଅବସରରେ ସ୍ବର୍ଗତ ପଟ୍ଟନାୟକଙ୍କ ସମେତ ଦ୍ବିତୀୟ ବିଶ୍ବଯୁଦ୍ଧରେ ସାମିଲ ହୋଇଥିବା ଅନ୍ୟ ବ୍ୟକ୍ତିବିଶେଷଙ୍କୁ ମଧ୍ୟ ସମ୍ମାନିତ କରାଯିବ। କାର୍ଯ୍ୟକ୍ରମରେ ଋଷ ରାଷ୍ଟ୍ରଦୂତ ଡେନିସ୍ ଅଲିପୋଭ୍ ଏବଂ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହିବେ।

Hot this week

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

Related Articles

Popular Categories