www.samajalive.in
Saturday, December 6, 2025
26.1 C
Bhubaneswar

ନିର୍ଦ୍ଦୋଷଙ୍କୁ ନିର୍ମମ ହତ୍ୟାର ଜବାବ ଦେଇଛୁ- ଅମିତ ଶାହ

ସମାଜ ଡିଜିଟାଲ ଡେସ୍କ: ଅପରେସନ ସିନ୍ଦୂର ନେଇ ଗୃହମନ୍ତ୍ରୀ ଅମିତ ଶାହ ଟୁଇଟ୍‌ ଯୋଗେ ପ୍ରତିକ୍ରିୟା ରଖିଛନ୍ତି । ପହଲଗାଓଁରେ ନିର୍ଦ୍ଦୋଷ ଭାଇମାନଙ୍କୁ ନିର୍ମମ ହତ୍ୟାର ଜବାବ ଦିଆଯାଇଛି ବୋଲି ସେ କହିଛନ୍ତି । ସରକାର ଆକ୍ରମଣର ଉପଯୁକ୍ତ ଜବାବ ଦେବାକୁ ସଂକଳ୍ପବଦ୍ଧ । ଭାରତ ଆତଙ୍କବାଦକୁ ମୂଳପୋଛ କରିବା ପାଇଁ ଦୃଢ ପ୍ରତିବଦ୍ଧ ବୋଲି ଗୃହମନ୍ତ୍ରୀ ଅମିତ ଶାହ କହିଛନ୍ତି । ପାକିସ୍ତାନରେ ପଶି ଆତଙ୍କୀଙ୍କ ଆଡ୍ଡାକୁ ଧ୍ୱଂସ କରିଛି ଭାରତୀୟ ସେନା । ମୋଟ ୯ଟି ସ୍ଥାନରେ ମିସାଇଲ ମାଡ ହୋଇଥିବା ସୂଚନା ମିଳିଛି ।

Hot this week

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

Related Articles

Popular Categories