www.samajalive.in
Sunday, December 7, 2025
23.1 C
Bhubaneswar

ଅପରେସନ ସିନ୍ଦୂର ପରେ ପଞ୍ଜାବ-କରତାରପୁର କରିଡର ବନ୍ଦ

ଡେସ୍କ: ପାକିସ୍ତାନର କର୍ତାରପୁରସ୍ଥିତ ଗୁରୁଦ୍ୱାର ଦରବାର ସାହିବକୁ ତୀର୍ଥଯାତ୍ରା ପାଇଁ ଖୋଲାଯାଇଥିବା କରତାରପୁର କରିଡରକୁ ବନ୍ଦ କରି ଦିଆଯାଇଛି। କରିଡରକୁ ଆଜି ପାଇଁ ବନ୍ଦ କରାଯାଇଛି। ପରବର୍ତ୍ତୀ ନିର୍ଦ୍ଦେଶକୁ ଅପେକ୍ଷା କରାଯାଇଛି।

କରତାରପୁର କରିଡର ହେଉଛି ଭାରତ ଓ ପାକିସ୍ତାନକୁ ସଂଯୋଗ କରୁଥିବା ଏକ ଭିସା ମୁକ୍ତ ତୀର୍ଥଯାତ୍ରା ମାର୍ଗ । ଏହା ଦ୍ୱାରା ଭାରତୀୟ ତୀର୍ଥଯାତ୍ରୀମାନେ ଗୁରୁଦ୍ୱାର କୁ ଯାଇପାରିବେ ଯେଉଁଠାରେ ଶିଖ୍ ଧର୍ମର ପ୍ରତିଷ୍ଠାତା ଶ୍ରୀ ଗୁରୁ ନାନକ ଦେବ ଜୀ ତାଙ୍କର ଶେଷ ବର୍ଷ ବିତାଇଥିଲେ। ଗୁରୁ ନାନକ ଦେବଙ୍କ ୫୫୦ତମ ଜୟନ୍ତୀ ପାଳନ ଅବସରରେ ୨୦୧୯ରେ ଏହି କରିଡର ପ୍ରତିଷ୍ଠା କରାଯାଇଥିଲା।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories