www.samajalive.in
Monday, December 8, 2025
27.1 C
Bhubaneswar

ଅପରେସନ ସିନ୍ଦୂର: ଆତଙ୍କବାଦୀ ଆଝାର ମାସୁଦ ପରିବାରର ୧୦ ମୃତ

ଡେସ୍କ: ପାକିସ୍ତାନର ବାହାୱଲପୁରରେ ଭାରତୀୟ ସଶସ୍ତ୍ର ବାହିନୀ ଦ୍ୱାରା କରାଯାଇଥିବା ଆକ୍ରମଣରେ ଆତଙ୍କବାଦୀ ସଂଗଠନ ଜୈଶ-ଇ-ମହମ୍ମଦ ମୁଖ୍ୟ ମାସୁଦ ଆଝାରଙ୍କ ପରିବାରର ୧୦ ଜଣ ସଦସ୍ୟ ନିହତ ହୋଇଥିବା ସୂଚନା ମିଳିଛି। ଏପ୍ରିଲ ୨୨ ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ନେବା ପାଇଁ ପାକିସ୍ତାନ ଏବଂ ପାକ୍ ଅଧିକୃତ କଶ୍ମୀର (ପିଓକେ)ରେ ଆତଙ୍କବାଦୀ ଲଞ୍ଚପ୍ୟାଡକୁ ଟାର୍ଗେଟ କରି ଭାରତ ପକ୍ଷରୁ ଅପରେସନ୍ ସିନ୍ଦୂର ଆରମ୍ଭ କରାଯାଇଥିଲା।

ମୃତକଙ୍କ ମଧ୍ୟରେ ମାସୁଦଙ୍କ ବଡ଼ ଭଉଣୀ ଓ ଭିଣୋଇ ଅଛନ୍ତି।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories