www.samajalive.in
Saturday, December 6, 2025
14.1 C
Bhubaneswar

ସଂସଦ ଭବନରେ ସର୍ବଦଳୀୟ ବୈଠକ

ସମାଜ ଡିଜିଟାଲ ଡେସ୍କ: ଭାରତ-ପାକିସ୍ତାନ ଉତ୍ତେଜନା ପରିସ୍ଥିତି ମଧ୍ୟରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ଅଧ୍ୟକ୍ଷତାରେ ଚିଲିଛି ବୈଠକ । ସଂସଦ ଭବନରେ ବସିଥିବା ବୈଠକରେ ଗୃହମନ୍ତ୍ରୀ ଅମିତ ଶାହ, କିରଣ ରିିଜିଜୁ, ବୈଦେଶିକ ମନ୍ତ୍ରୀ ଏସ୍‍ ଜୟଶଙ୍କର, ବିଜେପି ଅଧ୍ୟକ୍ଷ ଜେ.ପି ନଡ୍ଡା, କଂଗ୍ରେସ ଅଧ୍ୟକ୍ଷ ମଲିକାର୍ଜ୍ଜୁନ ଖଡଗେ, ରାହୁଲ ଗାନ୍ଧୀ ପ୍ରମୁଖ ଉପସ୍ଥିତ ରହିଛନ୍ତି । ଅପରେସନ ସିନ୍ଦୂର ପରେ ଏହି ସର୍ବଦଳୀୟ ବୈଠକ ବସିଛି । ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହେଉଛି । ସେପଟେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବାସଭବନରେ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି । ସୁରକ୍ଷାକୁ ନେଇ ମୋଦୀଙ୍କୁ ଭେଟିଛନ୍ତି ଏନଏସଏ ଅଜିତ ଡୋଭାଲ ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories