www.samajalive.in
Monday, December 8, 2025
27.1 C
Bhubaneswar

ଅପରାହ୍ନ ୪ଟା ମୁଖ୍ୟ ଖବର

ପାକିସ୍ତାନକୁ ମୁହଁତୋଡ଼ ଜବାବ.. ପାକ୍‌ ଏୟାର ଡିଫେନ୍ସ ସିଷ୍ଟମ ନଷ୍ଟ କଲା ଭାରତ.. ପାକ୍ ରାଡାର ଅକାମୀ..

ଅପରେସନ୍ ସିନ୍ଦୂରରେ ଅତିକମ୍‌ରେ ୧୦୦ ଆତଙ୍କବାଦୀ ମରିଛନ୍ତି.. ସୂଚନା ଦେଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ..

- Advertisement -

ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହାଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ସ୍ଥଗିତ.. ୧୦ ଏବଂ ୧୧ ତାରିଖରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥାନ୍ତେ ଶାହ.. ସୂଚନା ଦେଲେ ସମ୍ବଲପୁର ଜିଲ୍ଲାପାଳ..

ଭୁବନେଶ୍ବରରୁ ୨ଟି ବିମାନ ଉଡ଼ାଣ ବାତିଲ..  ଭୁବନେଶ୍ଵରରୁ ହିନ୍ଦନ ଗାଜିଆବାଦକୁ ବିମାନ ଉଡାଣ ବାତିଲ୍‌.. ପଶ୍ଚିମ ପ୍ରାନ୍ତକୁ ଉଡାଣ କଟକଣା ଥିବା ଯୋଗୁ ବାତିଲ ହୋଇଥିବା କହିଲେ ନିର୍ଦେଶକ.. ଭୁବନେଶ୍ଵର ପାଟ୍‌ନା ଦେଇ ଚଣ୍ଡିଗଡ ଯାଉଥିବା ବିମାନ ମଧ୍ୟ ବାତିଲ..

ଛତିଶଗଡ ସୁକୁମାରେ ଆଇଇଡି ବିସ୍ଫୋରଣ.. ୩ ଯବାନ ଶହୀଦ୍‌..

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories