www.samajalive.in
Sunday, December 7, 2025
26.1 C
Bhubaneswar

ଆତଙ୍କିତ ହୁଅନ୍ତୁ ନାହିଁ, ପ୍ରଚୁର ତୈଳ ମହଜୁଦ୍‍ ଅଛି-ଆଇଓସିଏଲ୍‍

ସମାଜ ଡିଜିଟାଲ ଡେସ୍କ: ଭାରତ ଓ ପାକିସ୍ତାନ ଉତ୍ତେଜନା ପରିସ୍ଥିତି ମଧ୍ୟରେ ଦେଶବାସୀଙ୍କୁ ଆତଙ୍କିତ ନହେବାକୁ ସବୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଉଛି । ଦେଶରେ ତେଲ ପ୍ରଚୁର ପରିମାଣରେ ମହଜୁଦ ରହିଛି ଲୋକମାନେ ଆତଙ୍କିତ ନହେବାକୁ ଆଇଓସିଏଲ୍‍ ପକ୍ଷରୁ ପରାମର୍ଶ ଦିଆଯାଇଛି । ଦେଶସାରା ଇଣ୍ଡିଆନ ଅଏଲର ପ୍ରଚୁର ଇନ୍ଧନ ମହଜୁଦ ରହିଛି । ଯୋଗାଣ ଲାଇନ ଗୁଡିକ ସୁଗମ ଭାବରେ କାର୍ଯ୍ୟ କରୁଛି । ସମସ୍ତ ଆଉଟଲେଟରେ ଇନ୍ଧନ ଏବଂ ଏଲପିଜି ସହଜରେ ଉପଲବ୍ଧ ରହିଛି ବୋଲି କୁହାଯାଇଛି ।

- Advertisement -

 

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories