www.samajalive.in
Saturday, December 13, 2025
21.1 C
Bhubaneswar

ବଢିଲା ପାରାଦୀପ ବନ୍ଦର ସୁରକ୍ଷା

ଭୁବନେଶ୍ୱର : ଭାରତ-ପାକ୍‌ ଉତ୍ତେଜନାକୁ ଦୃଷ୍ଟିରେ ରଖି ପାରାଦୀପ ବନ୍ଦର ସୁରକ୍ଷା ଶୁକ୍ରବାର ବୃଦ୍ଧି କରାଯାଇଛି । ପାରାଦୀପ ବନ୍ଦର ସୁରକ୍ଷା ସ୍ତର ୨କୁ ବୃଦ୍ଧି କରାଗଲା । ସୁରକ୍ଷା ସ୍ତର ବୃଦ୍ଧି ସହ ସମସ୍ତ ଜାହାଜ ଉପରେ ରଖାଯାଇଛି କଡା ନଜର । ସୁରକ୍ଷାକର୍ମୀଙ୍କ ସଂଖ୍ୟା ବୃଦ୍ଧି କରାଯିବା ସହ ପାଟ୍ରୋଲିଂ ବ୍ୟବସ୍ଥା ମଧ୍ୟ କଡାକଡି କରାଯାଇଛି ।
ସେପଟେ ସବୁ ଏଟିଏମ୍‌ ସହ ଡିଜିଟାଲ ସେବା ସ୍ୱାଭାବିକ ଚାଲୁଛି ବୋଲି ଏସବିଆଇ ପକ୍ଷରୁ ସୂଚନା ମିଳିଛି । କୌଣସି ଗୁଜବକୁ ବିଶ୍ୱାସ ନକରିବାକୁ ଏସବିଆଇ ପରାମର୍ଶ ଦେଇଛି ।

୧୨ ବର୍ଷ ପରେ ଶକ୍ତିଶାଳୀ ରାଜଯୋଗ ; ଏହି ରାଶି ଚୁଟ୍‌କିରେ ହେବେ ଧନୀ, ବଢିବ ଦରମା, ହେବେ ଭାଗ୍ୟଶାଳୀ..

ବନ୍ଦ ହେଲା ଆଇପିଏଲ

- Advertisement -

Hot this week

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

Related Articles

Popular Categories