www.samajalive.in
Sunday, December 14, 2025
15.1 C
Bhubaneswar

ପ୍ରଚୁର ଔଷଧ ମହଜୁଦ୍‌ ରଖ- କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା

ନୂଆଦିଲ୍ଲୀ : ଭାରତ-ପାକ୍‌ ମଧ୍ୟରେ ଲାଗିଥିବା ଉତ୍ତେଜନା ମଧ୍ୟରେ ହେଉଛି ଘନ ଘନ ବୈଠକ । ଶୁକ୍ରବାର କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା ବରିଷ୍ଠ ଅଧିକାରୀଙ୍କ ସହ ଏକ ସମୀକ୍ଷା ବୈଠକ କରିଛନ୍ତି । ଏହି ବୈଠକ ପରେ କିଛି ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି ଜେପି ନଡ୍ଡା । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ପ୍ରଚୁର ଔଷଧ ମହଜୁଦ୍‌ ରଖିବାକୁ ଔଷଧ ନିର୍ମାତା କମ୍ପାନୀ ଓ ବିତରକମାନଙ୍କୁ କଡା ନିର୍ଦ୍ଦେଶ ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି, ଏଥିରେ କୌଣସି ଅବହେଳା ହେଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଏନେଇ ଚେତାବନୀ ମଧ୍ୟ ଦେଇଛନ୍ତି । ସମସ୍ତ ସ୍ୱାସ୍ଥ୍ୟ ସେବାକୁ ନିୟନ୍ତ୍ରଣ କକ୍ଷରୁ ତଦାରଖ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ବୈଠକରେ ଦେଶରେ ଥିବା ସମସ୍ତ ଡାକ୍ତରଖାନା ଓ ସ୍ୱାସ୍ଥ୍ୟ ବ୍ୟବସ୍ଥା ଉପରେ ଆଲୋଚନା କରିବା ସହ ଜରୁରୀକାଳୀନ ପରିସ୍ଥିତିରେ ଲୋକେ କିଭଳି ସମସ୍ୟାର ସମ୍ମୁଖୀନ ନ ହୁଅନ୍ତି, ସହଜରେ କିଭଳି ଲୋକଙ୍କୁ ସ୍ୱାସ୍ଥ୍ୟ ସେବା ମିଳିବ ତାହା ମଧ୍ୟ ଆଲୋଚନା କରିଛନ୍ତି।

୧୨ ବର୍ଷ ପରେ ଶକ୍ତିଶାଳୀ ରାଜଯୋଗ ; ଏହି ରାଶି ଚୁଟ୍‌କିରେ ହେବେ ଧନୀ, ବଢିବ ଦରମା, ହେବେ ଭାଗ୍ୟଶାଳୀ..

ବନ୍ଦ ହେଲା ଆଇପିଏଲ

- Advertisement -

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories