www.samajalive.in
Thursday, December 11, 2025
13.1 C
Bhubaneswar

ଆଜି ହେବ ବଡ଼ ଆକ୍ରମଣ; ବଡ଼ ଯୁଦ୍ଧ ପାଇଁ ବଡ଼ ପ୍ରସ୍ତୁତି

ନୂଆଦିଲ୍ଲୀ: ଆଜି ହୋଇପାରେ ବଡ଼ ଆକ୍ରମଣ। ବଡ଼ ଯୁଦ୍ଧ ପାଇଁ ଚାଲିଛି ବଡ଼ ପ୍ରସ୍ତୁତି। ଭାରତ-ପାକ ଉତ୍ତେଜନା ଭିତରେ ହେଉଛି ଗୁଳିବର୍ଷା। ସୀମା ଆରପଟୁ ଜୋରଦାର ଗୁଳିଗୋଳା ମାଡ଼ କରାଯାଉଛି। ଏହି ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୩ ସେନା ମୁଖ୍ୟଙ୍କ ସହ ଆଲୋଚନା କରିଛନ୍ତି। ସିଡିଏସ୍‌‌ ଏବଂ ୩ ସେନା ମୁଖ୍ୟଙ୍କ ସହ ପ୍ରଧାନମନ୍ତ୍ରୀ ଆଲୋଚନା କରିଛନ୍ତି।

ଏନଏସଏ ଅଜିତ ଡୋଭାଲ ମଧ୍ୟ ବୈଠକରେ ସାମିଲ ହୋଇଛନ୍ତି। ବୈଠକରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଉପସ୍ଥିତ ରହିଛନ୍ତି। ପ୍ରଧାନମନ୍ତ୍ରୀଭ୍‌‌କ ବାସ ଭବନରେ ୩ଜଣ ସେନା ମୁଖ୍ୟ ଆଲୋଚନା କରିଛନ୍ତି। ଫଳରେ ପାକିସ୍ତାନ ଉପରେ ବଡ଼ ଆକ୍ରମଣ ନେଇ ଭାରତର ପ୍ରସ୍ତୁତି ଆରମ୍ଭ ହୋଇଥିବା ନେଇ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ଜୋର ଧରିଛି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories