www.samajalive.in
Friday, December 5, 2025
27.1 C
Bhubaneswar

ଓଡ଼ିଶା ଉପକୂଳରେ ସୁରକ୍ଷା କଡାକଡି

ସମାଜ ଡିଜିଟାଲ ଡେସ୍କ: ଅପରେସନ ସିନ୍ଦୂର ପରେ ଭାରତ-ପାକିସ୍ତାନ ଉତ୍ତେଜନା ମଧ୍ୟରେ ଦେଶରେ ଅଧିକାଂଶ ରାଜ୍ୟରେ ହାଇଆଲର୍ଟ ଜାରି କରାଯାଇଥିବା ବେଳେ ଉପକୂଳରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ଏହି ପରିପ୍ରେକ୍ଷୀରେ ଓଡ଼ିଶାର ଉପକୂଳ ସୁରକ୍ଷାକୁ ସୁନିଶ୍ଚିତ କରିବାକୁ ରାଜ୍ୟ ପୁଲିସ ପକ୍ଷରୁ ଦିନ ରାତି ଚାଲିଛି ପାଟ୍ରୋଲିଂ । ଟ୍ରଲର ଏବଂ ସନ୍ଦିଗ୍ଧ ବ୍ୟକ୍ତିଙ୍କୁ କରାଯାଉଛି ଯାଞ୍ଚ । ଯେକୌଣସି ଆତଙ୍କବାଦୀ ଆକ୍ରମଣକୁ ପ୍ରତିହିତ କରିବାକୁ ଓଡ଼ିଶା ପୁଲିସ ସର୍ବଦା ତତ୍ପର ରହିଛି । ଲୋକଙ୍କୁ ସୁରକ୍ଷା ପ୍ରାଥମିକତା ବୋଲି ରାଜ୍ୟ ପୁଲିସ ପକ୍ଷରୁ କୁହାଯାଇଛି ।

Hot this week

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

Related Articles

Popular Categories