www.samajalive.in
Saturday, December 6, 2025
16.1 C
Bhubaneswar

ପାକିସ୍ତାନ ଭାରତର ଏସ-୪୦୦ ଧ୍ବଂସ କରିଥିବା ଖବର ମିଛ, ସ୍ପଷ୍ଟ କଲା ବାୟୁସେନା

ସମାଜ ଡିଜିଟାଲ ଡେସ୍କ: ପାକିସ୍ତାନ ଭାରତର ଏସ-୪୦୦ ପ୍ରତିରକ୍ଷା ବ୍ୟବସ୍ଥାକୁ ଧ୍ବଂସ କରିଥିବା ନେଇ ସାମାଜିକ ଗଣମାଧ୍ୟମରେ ଖବର ପ୍ରଚାରିତ ହୋଇଥିଲା। ଏହା ସମ୍ପୂର୍ଣ୍ଣ ମିଥ୍ୟା ବୋଲି ଭାରତୀୟ ବାୟୁସେନା ପକ୍ଷରୁ କୁହାଯାଇଛି। ପାକିସ୍ତାନ ମିଥ୍ୟା ଖବର ପ୍ରଚାରିତ କରି ଅନ୍ତର୍ଜାତୀୟ ସ୍ତରରେ ଲୋକଙ୍କୁ ଭ୍ରମିତ କରିବାକୁ ଉଦ୍ୟମ ଚଳାଇଛି।

ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏବଂ ବାୟୁସେନା ପକ୍ଷରୁ ଶନିବାର ପୂର୍ବାହ୍ନରେ ମିଳିତ ସାମ୍ବାଦିକ ସମ୍ମିଳନୀ କରାଯାଇ ପାକିସ୍ତାନର ଅପପ୍ରଚାର ସମ୍ପର୍କରେ ସୂଚନା ଦିଆଯାଇଥିଲା। କଲୋନେଲ ସୋଫିଆ କ୍ୟୁରେସୀ ଏବଂ ଓ୍ବିଙ୍ଗ କମାଣ୍ଡର ବ୍ୟୋମିକା ସିଂହ ସାମ୍ବାଦିକ ସମ୍ମିଳନୀରେ ଭାରତର ପ୍ରତିରକ୍ଷା ବ୍ୟବସ୍ଥା ଏସ-୪୦୦କୁ ପାକ୍‌ ଧ୍ବଂସ କରିଥିବା ଖବର ମିଥ୍ୟା ବୋଲି କହିଛନ୍ତି।

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories