www.samajalive.in
Monday, December 8, 2025
24.1 C
Bhubaneswar

ଟ୍ରକ ଧକ୍କାରେ ବାଇକ ଆରୋହୀଙ୍କ ମୃତ୍ୟୁ 

କାମାକ୍ଷାନଗର :  କମକ୍ଷାନାଗାର ଥାନା ଅନ୍ତର୍ଗତ ୫୩ ନଂ ଜାତୀୟ ରାଜପଥର ମଠକରଗୋଳା ଠାରେ ଏକ ଦ୍ରୁତଗାମୀ ଟ୍ରକ ଧକ୍କାରେ ଜଣଙ୍କର ମୃତ୍ୟୁ ହୋଇଛି। ମୃତକ ଜଣଙ୍କ ହେଲେ ଏହି ଥାନା ଅନ୍ତର୍ଗତ କାନପୁରା ପଞ୍ଚାୟତର ଯନ୍ତ୍ରରିବୋଲ ଗ୍ରାମର ସତ୍ୟାନନ୍ଦ ସାହୁ (୩୮ )  ବୋଳି ଜଣାପଡ଼ିଛି।
ସତ୍ୟାନନ୍ଦ ସାହୁ ଏକ ବାହାଘରରେ ଯୋଗ ଦେବାକୁ ଏକ ବାଇକରେ ଶ୍ୱଶୁର ଘର ଯମୁନାକୋଟ ଗ୍ରାମକୁ ଯାଉଥିଲେ। ଯିବା ସମୟରେ ଜାତୀୟ ରାଜପଥର ମଠକରଗୋଳାଠାରେ ଏକ ଦ୍ରୁତଗାମୀ ଟ୍ରକ ତାଙ୍କୁ ଦେଇଥିଲା। ଘଟଣା ସ୍ଥଳରେ ସତ୍ୟାନନ୍ଦଙ୍କର ମୃତ୍ୟୁ ହୋଇଛି। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ ପରେ ବ୍ୟବଛେଦ ପାର୍ଇ ମେଡ଼ିକାଳକୁ ପଠାଇଛି ଏବଂ ତଦନ୍ତ ଜାରି ରଖିଛି ବୋଲି ସୂଚନା ମିଳିଛି।

Hot this week

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

Related Articles

Popular Categories