www.samajalive.in
Saturday, December 13, 2025
21.1 C
Bhubaneswar

ମିନି ଟ୍ରକ୍‌କୁ ଧକ୍କା ଦେଲା ଟ୍ରଲର୍‌, ୧୩ ମୃତ

ଛତିଶଗଡ : ଛତିଶଗଡ ଜିଲ୍ଲା ରାୟପୁରରେ ଅଭାବନୀୟ ଘଟଣା ଘଟିଛି। ମିନି ଟ୍ରକ୍ ଏବଂ ଟ୍ରଲର ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୧୩ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକଙ୍କ ମଧ୍ୟରେ ୯ ଜଣ ମହିଳା ଥିବା ଜଣାପଡିଛି। ଏକାଧିକ ଆହତଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ୍ ପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିପାରିନାହିଁ। ଖବର ପାଇ ସ୍ଥାନୀୟ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories