www.samajalive.in
Saturday, December 13, 2025
26.1 C
Bhubaneswar

ଏକାବେଳେ ୫ ସିଲିଣ୍ଡର ବିସ୍ଫୋରଣ

ବାଲେଶ୍ଵର: ବାଲେଶ୍ଵର ଚାନ୍ଦିପୁର ନାଉପାଳଗଡିରେ ଅଭାବନୀୟ ଘଟଣା ଘଟିଛି। ଏକ ଗ୍ୟାସ୍ ଦୋକାନରେ ବଡ ଧରଣର ଅଗ୍ନିକାଣ୍ଡ ଘଟିଛି। ବେଆଇନ ଭାବେ ଦୋକାନ ଘରେ ଗ୍ୟାସ୍ ସିଲିଣ୍ଡର ରଖାଯାଇଥିଲା। ଅଗ୍ନିକାଣ୍ଡ ଘଟି ୩ରୁ ଅଧିକ ସିଲିଣ୍ଡର ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି। ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories