www.samajalive.in
Sunday, December 7, 2025
26.1 C
Bhubaneswar

ଭିଜିଲାନ୍ସ ଜାଲରେ ଅଧ୍ୟାପକ

ବାଲେଶ୍ବର : ଭିଜିଲାନ୍ସ ହାତରେ ଜଣେ ଅଧ୍ୟାପକ ଧରାପଡିଛନ୍ତି। ଅଧ୍ୟାପକ ହେଉଛନ୍ତି ସୋର ତଳନଗର କଲେଜର ରାମଚନ୍ଦ୍ର ଉପାଧ୍ୟାୟ। ସୂଚନାଯୋଗ୍ୟ ଯେ, ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ବାସଭବନରେ ଭିଜିଲାନ୍ସ ଚଢାଉ କରାଯାଇଛି। ତାଙ୍କର ସୋର ସ୍ଥିତ ବାସଭବନ ସମେତ ୪ଟି ସ୍ଥାନରେ ଭିଜିଲାନ୍ସ ଚଢାଉ କରାଯାଇଛି। ଚଢାଉ ବେଳେ ଅଧ୍ୟାପକଙ୍କ ଘରୁ ୩ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା, ଅଧା କିଲୋରୁ ଉର୍ଦ୍ଧ୍ବ ସୁନା ଓ ଦୁଇ କୋଠାଘର ଭିଜିଲାନ୍ସ ଜବତ କରିଛି।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories