www.samajalive.in
Saturday, December 6, 2025
26.1 C
Bhubaneswar

ଆକାଶରୁ ନିଆଁ ବର୍ଷା ; ସକାଳ ସାଢେ ୮ଟା ସୁଦ୍ଧା ୩୫ ଡିଗ୍ରୀ ଟପିଲା

ଭୁବନେଶ୍ୱର : ତତଲା କଡେଇରେ ଭାଜି ହେଉଛି ସାରା ରାଜ୍ୟ । ଅସହ୍ୟ ଖରା ଓ ଗରମ କାରଣରୁ ଛଟପଟ ହେଉଛନ୍ତି ରାଜ୍ୟବାସୀ । ସୋମବାର ସକାଳ ସାଢେ ୮ଟା ସୁଦ୍ଧା ଝାରସୁଗୁଡା ୩୫ ଡିଗ୍ରୀ ଟପିଛି । ସମ୍ବଲପୁର ୩୪,୪, ହୀରାକୁଦ ୩୪.୪, ରାଉରକେଲା ୩୩.୬, ଚାନ୍ଦବାଲି ୩୨.୬, ପୁରୀ ୩୨.୬, ଭୁବନେଶ୍ୱର ୩୨.୪, ବାଲେଶ୍ୱର ଓ କେନ୍ଦୁଝର ୩୨.୨ ଡିଗ୍ରୀ ଲେଖାଏଁ ରେକର୍ଡ କରାଯାଇଛି । ଏହାସହ ଖରା ଓ ଗରମ ସହ ଅନେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଗତ କିଛି ଦିନ ପର୍ଯ୍ୟନ୍ତ ଅଧିକାଂଶ ସ୍ଥାନରେ ଦିନ ତାପମାତ୍ରା ବୃଦ୍ଧି ସହ ତାତିରୁ ନିସ୍ତାର ମିଳିବ ନାହିଁ ବୋଲି ମଧ୍ୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

୫୦ ବର୍ଷ ପରେ ଶକ୍ତିଶାଳୀ ତ୍ରିଗ୍ରହୀ ଯୋଗ ; ଏହି ରାଶିଙ୍କୁ ମିଳିବ ଖାଲି ସଫଳତା, ହେବେ ମାଲାମାଲ୍‌, ବଢିବ ଦରମା..

- Advertisement -

 

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories