www.samajalive.in
Tuesday, December 9, 2025
15.1 C
Bhubaneswar

ପୁରୀରେ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି

ସମାଜ ଡିଜିଟାଲ ଡେସ୍କ: ପୁରୀ ଗସ୍ତରେ ପୁଲିସ ଡିଜି ୱାଇବି ଖୁରାନିଆ । ଭାରତ ପାକିସ୍ତାନ ଉତ୍ତେଜନା ମଧ୍ୟରେ ଶ୍ରୀମନ୍ଦିରର ସୁରକ୍ଷା ବ୍ୟବସ୍ଥା ନେଇ ସମୀକ୍ଷା କରିଛନ୍ତି । ଏହାସହିତ ଶୃଙ୍ଖଳିତ ରଥଯାତ୍ରା ଓ ସ୍ନାନଯାତ୍ରା ନେଇ ଶ୍ରୀମନ୍ଦିର ପ୍ରଶାସନ ସହିତ ଆଲୋଚନା କରୁଛନ୍ତି । ଶ୍ରୀମନ୍ଦିରର ଉଭୟ ଭିତର ଓ ବାହାର ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି । ଡିଜିଙ୍କ ସହିତ ଏଡିଜି ଅମିତାଭ ଠାକୁର, ଏଡିଜି ଦୟାଲ ଗଙ୍ଗୱାର, ଆଇଜି ସିଆର୍‍ ପ୍ରବିଣ କୁମାର, ଆଇଜି ଅନୁପ ସାହୁ, ଡିଆଇଜି ପିନାକ ମିଶ୍ର, ଏସପି ବିନତ ଅଗ୍ରୱାଲ ପ୍ରମୁଖ ଶ୍ରୀମନ୍ଦିର ଭିତର ଓ ବାହାର ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରୁଛନ୍ତି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories