www.samajalive.in
Sunday, December 7, 2025
26.1 C
Bhubaneswar

ପ୍ରଧାନମନ୍ତ୍ରୀଙ୍କ ସମସ୍ତ ରାଜନୈତିକ କାର୍ଯ୍ୟକ୍ରମ ବାତିଲ

ନୂଆଦିଲ୍ଲୀ: ଆତଙ୍କବାଦୀ ଆକ୍ରମଣ ଘଟଣା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ତାଙ୍କର ସମସ୍ତ ରାଜନୈତିକ କାର୍ଯ୍ୟକ୍ରମ ବାତିଲ କରିଛନ୍ତି। ପ୍ରଧାନମନ୍ତ୍ରୀ ମଧ୍ୟପ୍ରଦେଶର ଇତାର୍ସିରେ ଏକ ରାଲିରେ ଯୋଗ ଦେବାର ଥିଲା। ବିଜେପିର ପରାଜୟ ପରେ ଏହା ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ଗସ୍ତ ଥିଲା। କିନ୍ତୁ ତାହାକୁ ବାତିଲ କରାଯାଇଛି। ତେବେ ଉତ୍ତରପ୍ରଦେଶର ଝାନ୍ସୀରେ ଏକ ସରକାରୀ କାର୍ଯ୍ୟକ୍ରମ ରହିଥିବାରୁ ପ୍ରଧାନମନ୍ତ୍ରୀ ସେଠାକୁ ଯିବାର କାର୍ଯ୍ୟକ୍ରମ ରହିଛି।  ସେଠାରେ ମୋଦି ୧୨ରୁ ଊର୍ଦ୍ଧ୍ଵ ପ୍ରକଳ୍ପ ଲୋକାର୍ପଣ କରିବେ। ଏଥିସହ ଝାନ୍ସୀରେ ଏକ ଡିଫେନ୍ସ କରିଡର ଉଦଘାଟନ କରିବେ।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories