www.samajalive.in
Saturday, December 13, 2025
21.1 C
Bhubaneswar

ମେ’ ୧୭ରୁ ପୁଣି ଆରମ୍ଭ ହେବ ଆଇପିଏଲ୍‌‌

ନୂଆଦିଲ୍ଲୀ: ମେ’ ୧୭ରୁ ପୁଣି ଆଇପିଏଲ୍‌‌ ମ୍ୟାଚ ଆରମ୍ଭ କରାଯିବ। ଆରସିବି ଓ କଲକାତା ମଧ୍ୟରେ ପ୍ରଥମ ମ୍ୟାଚ ଖେଳାଯିବ। ୬ଟି ଭେନ୍ୟୁରେ ଅବଶିଷ୍ଟ ୧୭ଟି ମ୍ୟାଚ ଅନୁଷ୍ଠିତ ହେବ। ବେଙ୍ଗାଲୁରୁ, ଜୟପୁର, ଦିଲ୍ଲୀ, ଲକ୍ଷେ୍ମø, ମୁମ୍ବାଇ, ଅହମ୍ମଦାବାଦରେ ମ୍ୟାଚ ଖେଳାଯିବ।

 

- Advertisement -

ମେ’ ୨୯ରେ କ୍ୱାଲିଫାୟର ଏବଂ ମେ’ ୩୦ରେ ଏଲିମିନେଟର ମ୍ୟାଚ ସହଜୁନ ୧ରେ କ୍ୱାଲିଫାୟର-୨ ମ୍ୟାଚ ଅନୁଷ୍ଠିତ ହେବ। ଜୁନ ୩ ତାରିଖରେ ଫାଇନାଲ ମ୍ୟାଚ ଖେଳାଯିବ ବୋଲି ସୂଚନା ମିଳିଛି।

Hot this week

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

Related Articles

Popular Categories