www.samajalive.in
Sunday, December 7, 2025
23.1 C
Bhubaneswar

ମେଘା ବିଶ୍ୱେଶ୍ୱର ପୀଠରେ ବିଶ୍ଵଶାନ୍ତି ମହାଯଜ୍ଞ

ଆଠଗଡ:  ଆଠଗଡ ବ୍ଲକ ଅନ୍ତର୍ଗତ ମେଘା ଗ୍ରାମରେ ବିଜେ ଶ୍ରୀଶ୍ରୀ ବାବା ବିଶ୍ୱେଶ୍ୱର ପୀଠରେ ଏକ ଆଧ୍ୟାତ୍ମିକ ପରିବେଶରେ ଚଳିତ ମାସ ଶୁକ୍ରବାର ଠାରୁ ଆରମ୍ଭ ହୋଇଥିବା ବିଶ୍ଵଶାନ୍ତି ମହାଯଜ୍ଞ ସୋମବାର ପୂର୍ଣ୍ଣାହୁତି ସହ ଉଦଯାପିତ ହୋଇଯାଇଛି । ୪ ଦିନିଆ ଯଜ୍ଞ କାର୍ଯ୍ୟକ୍ରମରେ ବହୁ ଧାର୍ମିକ ସାଧୁ, ସନ୍ଥ, ଭଗବତ ପ୍ରେମୀ ତଥା ଶୈବଭକ୍ତ ଓ ଶ୍ରଦ୍ଧାଳୁ ଯୋଗଦେଇ ବାବାଙ୍କ ଆଶୀର୍ବାଦ ଲାଭ କରିଥିଲେ।

ମେଘା, ଦାସପୁର ଓ ବାଘେରା ଗ୍ରାମବାସୀଙ୍କ ମିଳିତ ସହଯୋଗ ରେ ଅନୁଷ୍ଠିତ ଏହି ଯଜ୍ଞ ଉତ୍ସବ ପରିଚାଳନାରେ ଦିଲ୍ଲୀପ ସାମଲ, ଅଜୟ ପାତ୍ର, ବୈଷ୍ଣବଚରଣ ସାହୁ, ମନୋଜ ସାମଲ, ବୀରବର ସାମଲ, ପ୍ରସନ୍ନ ସ୍ୱାଇଁ, ବିଘ୍ନେଶ୍ୱର ସାହୁ ପ୍ରମୁଖଙ୍କ ସମେତ ଅନ୍ୟମାନେ ସହଯୋଗ କରିଥିଲେ।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories