www.samajalive.in
Saturday, December 13, 2025
26.1 C
Bhubaneswar

ଓଲଟିଲା ପିକ୍‌ଅପ୍‌ ଭ୍ୟାନ୍ : ଦୁଇ ମୃତ, ୧୦ ଆହତ

ଭଞ୍ଜନଗର: ପିକଅପ୍‌ ଭ୍ୟାନ୍ ଓଲଟି ଦୁଇ ମୃତ, ୧୦ ଆହତ। ଗଞ୍ଜାମ ଭଞ୍ଜନଗର ଗାଙ୍ଗପୁର ଥାନା କୁଲାଙ୍ଗୀ ଗାଁ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଆଜି ସକାଳେ ଭାରସାମ୍ୟ ହରାଇ ଏକ ପିକଅପ୍ ଭ୍ୟାନ୍ ଓଲଟି ପଡିଥିବା ସୂଚନା ମିଳିଛି। ଦୁର୍ଘଟଣାରେ ଘଟଣାସ୍ଥଳରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ଆହତ ହୋଇଥିବା ୧୦ ଆହତଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ସଙ୍କଟାପର୍ଣ୍ଣ ରହିଛି। ସମସ୍ତଙ୍କୁ ଭଞ୍ଜନଗର ମେଡିକାଲରେ ଭର୍ତ୍ତି କରାଯାଇଛି। ଦାନ୍ତେଲିଙ୍ଗିରୁ ସାନବୋରସିଙ୍ଗିକୁ ଭୋଜି ପାଇଁ ଯିବାବେଳେ ଏଭଳି ଅଘଟଣ ଘଟିଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories