www.samajalive.in
Saturday, December 13, 2025
23.1 C
Bhubaneswar

ଆଣ୍ଡାମାନ ଛୁଇଁଲା ମୌସୁମୀ ବାୟୁ

ସମାଜ ଡିଜିଟାଲ ଡେସ୍କ: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଣ୍ଡାମାନ ଛୁଇଁଛି । ଆଣ୍ଡାମାନ ଛୁଇଁବା ପରେ ଆଜି ଦକ୍ଷିଣ ବଙ୍ଗୋପସାଗର ଓ ଦକ୍ଷିଣ ଆଣ୍ଡାମାନରେ ଆଗକୁ ବଢିବ ମୌସୁମୀ ବାୟୁ । ଏହାପରେ ନିକୋବର ଦ୍ୱୀପ ଓ ଉତ୍ତର ଆଣ୍ଡାମାନର କିଛି ଅଞ୍ଚଳକୁ ଅଗ୍ରସର ହେବ ।

ଆଇଏମଡିର ସୂଚନାନୁସାରେ, ଆଗାମୀ ୨୪ ଘଣ୍ଟା ମଧ୍ୟରେ ନିର୍ଦ୍ଦିଷ୍ଟ ଅଞ୍ଚଳଗୁଡ଼ିକୁ ମୌସୁମୀର ଅଗ୍ରଗତି ପାଇଁ ବାୟୁମଣ୍ଡଳ ଏବଂ ଅନ୍ୟାନ୍ୟ ପରିସ୍ଥିତି ଅତ୍ୟନ୍ତ ଅନୁକୂଳ ରହିଛି।

- Advertisement -

ଫଳସ୍ୱରୂପ ଦକ୍ଷିଣ ବଙ୍ଗୋପସାଗରର କିଛି ଅଂଶ ସହିତ ଆଣ୍ଡାମାନ ଏବଂ ନିକୋବର ଦ୍ୱୀପର ଅନେକ ଅଂଶରେ ମଧ୍ୟମରୁ ପ୍ରବଳ ବର୍ଷା, ଝଡ଼ବର୍ଷା ଏବଂ ଝଡ଼ ପବନ ହେବାର ସମ୍ଭାବନା ରହିଛି। 

Hot this week

ଲିଓନେଲ୍ ମେସିଙ୍କ ୭୦ ଫୁଟ ପ୍ରତିମୂର୍ତ୍ତି ଉନ୍ମୋଚନ

ସମାଜ ଲାଇଭ ଡ଼େସ୍କ : ବିଶ୍ବର ତାରକା ଫୁଟବଲ୍ ଖେଳାଳି ଲିଓନେଲ୍...

ମାଟି ତଳୁ କଡାଯାଉଛି ରାମୁ ହାତୀର କଙ୍କାଳ: ପ୍ରକୃତି ନିବାସରେ ସଂରକ୍ଷିତ ରହିବ

ସମାଜ ଡିଜିଟାଲ ଡେସ୍କ: ଅମର ରହିବ ରାମୁ ହାତୀ । ସଂରକ୍ଷିତ...

ଡାଏବେଟିସ ପାଇଁ ଆସିଲା ଇଞ୍ଜେକ୍ସନ୍

ନୂଆଦିଲ୍ଲୀ : ଡେନମାର୍କ ଔଷଧ କମ୍ପାନୀ ନୋଭୋ ନରଡିସ୍କ ଶେଷରେ ଭାରତରେ...

ତାଣ୍ଡବ ରଚିଲା ଘନ କୁହୁଡ଼ି : ଗୋଟିଏ ପରେ ଗୋଟିଏ ଛଅଟି ଗାଡ଼ି ଧକ୍କା

ସମାଜ ଲାଇଭ ଡ଼େସ୍କ : ଉତ୍ତର ପ୍ରଦେଶରେ ତାଣ୍ଡବ ରଚିଲା ଘନ...

ଫୁଟବଲର କିଙ୍ଗ୍‌ ଲିଓନେଲ୍‌ ମେସିଙ୍କୁ ଭେଟିଲେ ଶାହାରୁଖ

ସମାଜ ଡିଜିଟାଲ ଡେସ୍କ: ଆର୍ଜେଣ୍ଟିନାର କିମ୍ବଦନ୍ତୀ ଫୁଟବଲ ଷ୍ଟାର ଲିଓନେଲ୍‌ ମେସି...

Related Articles

Popular Categories