www.samajalive.in
Saturday, December 13, 2025
26.1 C
Bhubaneswar

ସମୀକ୍ଷା କଲେ ପ୍ରତିରକ୍ଷା ମନ୍ତ୍ରୀ

ସମାଜ ଡିଜିଟାଲ ଡେସ୍କ: ଭାରତ-ପାକିସ୍ତାନ ଅସ୍ତ୍ରବିରତି ପରେ ମଧ୍ୟ ଘନ ଘନ ସମୀକ୍ଷା ବୈଠକ ଜାରି ରହିଛି । ଆଜି ସାଉଥ୍‍ ବ୍ଲକରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ସମୀକ୍ଷା ବୈଠକ କରିଛନ୍ତି । ବୈଠକରେ ସିଡିଏସ୍‍, ସେନା ମୁଖ୍ୟଙ୍କ ସହ ନୌସେନା ମୁଖ୍ୟ ମଧ୍ୟ ଉପସ୍ଥିତ ରହିଥିଲେ । ସୀମାରେ ବର୍ତ୍ତମାନର ସ୍ଥିତିକୁ ନେଇ ସମୀକ୍ଷା କରିଛନ୍ତି ରାଜନାଥ । ସେପଟେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବାସଭବନରେ ଭେଟିଛନ୍ତି ଏନଏସଜି ଅଜିତ ଡୋଭାଲ୍‍ । ଅପରେସନ ସିନ୍ଦୂର ପରବର୍ତ୍ତୀ କାର୍ଯ୍ୟପନ୍ଥା ନେଇ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା ହୋଇଥିବା ସୂଚନା ମିଳିଛି ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories