www.samajalive.in
Saturday, December 13, 2025
21.1 C
Bhubaneswar

ଜାଣନ୍ତୁ କେତେ ଅଛି ସୁନା ଦାମ୍‌, ବଢିଲା କି କମିଲା

ଭୁବନେଶ୍ୱର : ସୁନା ଦାମ୍‌ ଦିନେ ବୃଦ୍ଧି ପାଉଥିବା ବେଳେ ଦିନେ ହ୍ରାସ ହେଉଛି । ମଙ୍ଗଳବାର ମେ’୧୩ ତାରିଖରେ ପୁଣି ବଢିଛି ସୁନାଦର ।

୨୪ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୯୫, ୬୨୦ ଟଙ୍କା ରହିଛି । ଗତକାଲି ଏହା ୯୫,୪୬୦ ଟଙ୍କା ଥିଲା । ଏଥିରେ ୧୬୦ ଟଙ୍କା ବୃଦ୍ଧି ହୋଇଛି ।

- Advertisement -

୨୨ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୮୭,୬୫୦ ଟଙ୍କା ରହିଛି । ଗତକାଲି ୮୭,୫୦୦ ଟଙ୍କା ଥିଲା । ଏଥିରେ ୧୫୦ ଟଙ୍କା ବୃଦ୍ଧି ହୋଇଛି ।

୧୮ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୭୧,୭୨୦ ଟଙ୍କା ରହିଛି । ଗତକାଲି ଏହା ୭୧,୫୯୦ ଟଙ୍କା ଥିଲା । ଏଥିରେ ୧୩୦ ଟଙ୍କା ବୃଦ୍ଧି ହୋଇଛି ।

ରୁପା ଦାମ୍‌ ହ୍ରାସ ହୋଇଛି । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୦,୯୦୦ ଟଙ୍କା ରହିଛି । ଗତକାଲି ଏହା ୧୧,୦୦୦ ଥିଲା । ଏଥିରେ ୧୦୦ ଟଙ୍କା ହ୍ରାସ ହୋଇଛି ।

୧୮ ମାସ ପରେ କେତୁ ଚଳନ : ଏହି ରାଶି ହେବେ ମାଲାମାଲ୍‌, ଖାଲି ମିଳିବ ଖୁସି, ବଢିବ ଦରମା, କିଣିବେ ଘର, ଗାଡି..

ଭୋଜି ଖାଇବୁ ମାନେ ଖାଇବୁ.. ଦେଖନ୍ତୁ ଭିଡିଓ; ବିବାହ ଭୋଜି ବେଳେ ହଠାତ୍‌ ବର୍ଷା ହେବା ପରେ ଲୋକେ କଲେ ଏମିତି..

Hot this week

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

Related Articles

Popular Categories