www.samajalive.in
Thursday, December 11, 2025
16.1 C
Bhubaneswar

ଭାରତର କଡ଼ା ଆଭିମୁଖ୍ୟ: ପାକିସ୍ତାନ ହାଇକମିଶନରଙ୍କୁ ସମନ

ନୂଆଦିଲ୍ଲୀ: ଆତଙ୍କବାଦୀ ଆକ୍ରମଣ ଘଟଣାରେ ଭାରତ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। କ୍ୟାବିନେଟ ସୁରକ୍ଷା କମିଟି ବୈଠକରେ ପାକିସ୍ତାନକୁ ଅନ୍ତର୍ଜାତୀୟ ସ୍ତରରେ ଏକଘରିକିଆ କରିବାକୁ ପଦକ୍ଷେପ ନିଆଯିବ ବୋଲି ନିଷ୍ପତ୍ତି ନିଆଯିବା ପରେ ପାକିସ୍ତାନ ହାଇକମିଶନରଙ୍କୁ ନୂଆଦିଲ୍ଲୀ ପକ୍ଷରୁ ସମନ କରାଯାଇଛି। ଏହାପରେ ଭାରତରେ ଅବସ୍ଥାପିତ ପାକିସ୍ତାନ ହାଇକମିଶନର ସୋହେଲ ମହମ୍ମୁଦ ବୈଦେଶିକ ମନ୍ତ୍ରଣାଳୟରେ ହାଜର ହୋଇଛନ୍ତି। ଜୈଶ-ଏ-ମହମ୍ମଦ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନେବା ସହ ପାକିସ୍ତାନରେ ଆତଙ୍କବାଦୀଙ୍କୁ ପ୍ରଶ୍ରୟ ନ ଦେବା ଲାଗି ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଚେତାବନୀ ଦିଆଯାଇଛି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories